-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ

14-Sep-2026



ବାଲିଗୁଡ଼ା(ସୁଶୀଳ କୁମାର ପାଣିଗ୍ରାହୀ):  ବିଘ୍ନବିନାଶକ ପ୍ରଭୁ ଶ୍ରୀଗଣେଷ ଙ୍କ ପୂଜାକୁ ନେଇ ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଦେଖାଦେଇଥିଲା  ଭକ୍ତିମୟ ପରିବେଶ। ବିପୁଳ ଆନନ୍ଦ, ଉତ୍ସାହ ଓ ଉଲ୍ଲାସର ସହ ବିଭିନ୍ନ ପୂଜାମଣ୍ଡପରେ ପ୍ରଭୁ ଗଣେଷ ଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ସକାଳୁ ଧୂପ, ଦୀପ ଓ ମନ୍ତ୍ରୋଚ୍ଚାରଣରେ ପୂଜା ମଣ୍ଡପ ଗୁଡ଼ିକ ମୁଖରିତ ହୋଇଥିବା ବେଳେ ସନ୍ଧ୍ୟାରେ ଆଲୋକମାଳାର ଝଲକରେ ସମଗ୍ର ପରିବେଶ ଉତ୍ସବମୁଖର ହୋଇଉଠିଥିଲା। ବାଲିଗୁଡ଼ା ଟାଉନର ବନବାସୀ ସେବା ସମିତି, ପାଟଖଣ୍ଡା ପବ୍ଲିକ ସ୍କୁଲ, ଆରଜେ ଟ୍ୟୁଟୋରିଆଲ୍ସ, ଫ୍ରେଣ୍ଡସ୍ ଗ୍ରୁପ୍ ସମେତ ସରକାରୀ ଆଶ୍ରମ ବିଦ୍ୟାଳୟ, ମାଦିନାଟ ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟ, ସିନ୍ଦ୍ରିଗାଁ ପରିସରରେ ଗଣେଷ ପୂଜାକୁ ନେଇ ବିଶେଷ ଆୟୋଜନ କରାଯାଇଥିଲା। ବିଭିନ୍ନ ପୂଜାମଣ୍ଡପରେ ଆକର୍ଷଣୀୟ ମୂର୍ତ୍ତି ସାଙ୍ଗକୁ ଚିତ୍ତାକର୍ଷକ ସାଜସଜ୍ଜା, ସୁନ୍ଦର ତୋରଣ ଓ ରଙ୍ଗବେରଙ୍ଗ ଆଲୋକମାଳା ଶ୍ରଦ୍ଧାଳୁଙ୍କ ମନ ମୋହିଥିଲା। ସନ୍ଧ୍ୟା ସମୟରେ ପୂଜା ମଣ୍ଡପ ଗୁଡ଼ିକରେ ଭକ୍ତ ଓ ଦର୍ଶନାର୍ଥୀଙ୍କ ଭିଡ଼ ଜମିଥିଲା। ବିଶେଷକରି ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କ ମଧ୍ୟରେ ପୂଜାକୁ ନେଇ ବେଶ୍ ଉତ୍ସାହ ପରିଲକ୍ଷିତ ହୋଇଥିଲା। ପୂଜା ଅବସରରେ ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ, ଭଜନ ଓ ଅନ୍ୟାନ୍ୟ ମନୋରଞ୍ଜନଧର୍ମୀ ଆୟୋଜନ କରାଯାଇଥିଲା। ଛାତ୍ରଛାତ୍ରୀ ଙ୍କ ପ୍ରତିଭା ପ୍ରଦର୍ଶନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଦର୍ଶକଙ୍କୁ ବେଶ୍ ଆକର୍ଷିତ କରିଥିଲା। ପୂଜା ମଣ୍ଡପ ଗୁଡ଼ିକରେ ଭକ୍ତି ଓ ଉତ୍ସବର ମାହୋଲ ସୃଷ୍ଟି ହୋଇଥିବା ବେଳେ ସମଗ୍ର ବାଲିଗୁଡ଼ା ଗଣେଷମୟ ହୋଇପଡ଼ିଥିଲା।
ବିଘ୍ନବିନାଶକ ପ୍ରଭୁ ଗଣେଷ ଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ,ଏହି ପ୍ରାର୍ଥନା ସହ ଭକ୍ତିଭାବରେ ପାଳିତ ହୋଇଥିଲା ଗଣେଶ ପୂଜା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like