-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||     

HOME   ଜିଲ୍ଲା

ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ

14-Sep-2026

(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲାର ସୁପ୍ରତିଷ୍ଠିତ ସାହିତ୍ୟ ଅନୁଷ୍ଠାନ ମାରାଗୁଡା ସାହିତ୍ୟ ଅନୁଷ୍ଠାନ ଦ୍ବାରା ତ୍ରିମାସିକ ସାହିତ୍ୟ ଇ-ପତ୍ରିକା ପ୍ରବଣପ୍ରଭା  ଆଭାସୀ ମାଧ୍ୟମରେ ଉନ୍ମୋଚିତ ହୋଇଅଛି । ଅନୁଷ୍ଠାନର ଉପଦେଷ୍ଟା ଅଶୋକ ପଟ୍ଟନାୟକ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସହକାରୀ ପ୍ରାଧ୍ୟାପକ ବୁର୍ଲା ମେଡ଼ିକାଲ କଲେଜ ଡ଼ ଶଙ୍କର ରାମଚନ୍ଦାନୀ, ମୁଖ୍ୟ ବକ୍ତା ଲକ୍ଷ୍ମଣ ମେହେର ବିଭାଗୀୟ ମୁଖ୍ୟ ଓଡିଆ ବିଭାଗ କୁସଙ୍ଗ ଡିଗ୍ରୀ ମହାବିଦ୍ୟାଳୟ,
, ସମ୍ମାନିତ ବକ୍ତା ଡ଼ ଉମାକାନ୍ତ ପ୍ରଧାନ ଅଧ୍ୟାପକ ଜେ ଏନ୍ ଭି ସଂଗଠନ,ସମ୍ମାନିତ ଅତିଥି ନାରୀକବି ସମାଜସେବୀମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ 
ନୂଆପଡା ଜିଲ୍ଲାର ସୁପ୍ରତିଷ୍ଠିତ ସାହିତ୍ୟ ଅନୁଷ୍ଠାନ ମାରାଗୁଡା ସାହିତ୍ୟ ଅନୁଷ୍ଠାନ ଦ୍ବାରା ତ୍ରିମାସିକ ସାହିତ୍ୟ ଇ-ପତ୍ରିକା ପ୍ରବଣପ୍ରଭା  ଆଭାସୀ ମାଧ୍ୟମରେ ଉନ୍ମୋଚିତ ହୋଇଅଛି । ଅନୁଷ୍ଠାନର ଉପଦେଷ୍ଟା ଅଶୋକ ପଟ୍ଟନାୟକ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସହକାରୀ ପ୍ରାଧ୍ୟାପକ ବୁର୍ଲା ମେଡ଼ିକାଲ କଲେଜ ଡ଼ ଶଙ୍କର ରାମଚନ୍ଦାନୀ, ମୁଖ୍ୟ ବକ୍ତା ଲକ୍ଷ୍ମଣ ମେହେର ବିଭାଗୀୟ ମୁଖ୍ୟ ଓଡିଆ ବିଭାଗ କୁସଙ୍ଗ ଡିଗ୍ରୀ ମହାବିଦ୍ୟାଳୟ,
, ସମ୍ମାନିତ ବକ୍ତା ଡ଼ ଉମାକାନ୍ତ ପ୍ରଧାନ ଅଧ୍ୟାପକ ଜେ ଏନ୍ ଭି ସଂଗଠନ,ସମ୍ମାନିତ ଅତିଥି ନାରୀକବି ସମାଜସେବୀ
ବିଜୟାଲକ୍ଷ୍ମୀ ପଟ୍ଟନାୟକ 
ଯୋଗଦାନ କରିଥିଲେ । ସର୍ବପ୍ରଥମେ ଅତିଥି ମଞ୍ଚାସିନ ହେବାପରେ କବୟତ୍ରୀ ଦିପିକା ହୋତା ପ୍ରାରମ୍ଭିକ ସଂଗୀତ ଗଣେଶ ବନ୍ଦନା କରିଥିଲେ । ମୁଖ୍ୟ ଅତିଥିଙ୍କ ହାତରେ ଇ-ପତ୍ରିକାର ୱେବ୍ ସାଇଟ୍ ଉନ୍ମୋଚିତ ହୋଇ ପତ୍ରିକା ଲୋକାର୍ପଣ କରାଯାଇଥିଲା ‌ । ସଂପାଦନା ମଣ୍ଡଳୀର ମୁଖ୍ୟ ଭାରତୀ ହୋତା ନିଜର ସଂପାଦକୀୟ ପଠନ କରିଥିଲେ ଏବଂ କବି ପ୍ରଦୀପ ଦାଶ କବିତା ବିଶେଷାଙ୍କ ବିଷୟରେ ସଂକ୍ଷିପ୍ତ ସମୀକ୍ଷା କରିଥିଲେ  । ଅନୁଷ୍ଠାନର ସଭାପତି ରବୀନ୍ଦ୍ର ମିଶ୍ର ମଧ୍ୟ ଆଗାମୀ ଦିନର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ । ଅତିଥିଗଣ ସାଂପ୍ରତିକ ଯୁଗରେ ଇ -ପତ୍ରିକାର ଓ ସାହିତ୍ୟର ଅବଦାନ ସଂପର୍କରେ ମତ ଦେଇଥିଲେ ତତସହ ଉପାନ୍ତରୁ ସିମାନ୍ତ ଯାଏଁ ଲୁକ୍କାୟିତ ପ୍ରତିଭାର ବିକାଶ ପାଇଁ ପ୍ରଣବ ପ୍ରଭାର ଏହି ଅଭିଯାନକୁ ସମସ୍ତେ ପ୍ରଶଂସା କରିଥିଲେ । ଏଥିରେ ରାଜ୍ୟର ଅନେକ ପ୍ରତିଷ୍ଠିତ  କବି ଲେଖକ ତଥା ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଯୋଗଦେଇଥିଲେ । ପତ୍ରିକାର ସଂପାଦନା ମଣ୍ଡଳୀ ଦାୟିତ୍ଵରେ କବି ଡ଼ ଅମରେଶ ଠାକୁର,ଭାରତୀ ହୋତା,ପ୍ରତିଭା ଦାଶ ତଥା ଡିସମ୍ବର ନିଜର ଦାୟିତ୍ଵ ତୁଲାଇଥିଲେ । ଏହି ଆଭାସୀ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସଂପାଦକ ସୁଶାନ୍ତ କୁମାର ମୁଣ୍ଡ ପରିଚାଳନା କରୁଥିବା ବେଳେ  କବି ଡିସମ୍ବର ମେହେର ଧନ୍ୟବାଦ ଅର୍ପଣ କରିଥିଲେ ତତସହ ରବୀନ୍ଦ୍ର ମିଶ୍ର, ସତ୍ୟପ୍ରିୟ ପଟ୍ଟନାୟକ ,ଜଗତବନ୍ଧୁ ମହାପାତ୍ର, ରବୀନ୍ଦ୍ର ଯୋଷୀ,ରୂପେଶ ମେହେର,ଲୋଚନ ମେହେର,ସୁନିତା ଦାଶ, ବିପ୍ଲବ ବିକାଶ,ନିରାକାର ରାଉତ, ପ୍ରମୋଦ କୁମାର ଠାକୁର ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

News Comment

Photo in News

Advertisment
Lastest News
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026

You Might Also Like