-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ

15-Sep-2026



ବଲାଙ୍ଗିର, (ପ୍ରେରଣା ଖବର )
ନୂଆଁଖାଇ ଆମ ଅଂଚଳର ଗଣପର୍ବ ପାଇଁ ଆମେ ଗର୍ବିତ । କାରଣ ଏହି କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଳନ ପାଇଁ ପରିବାରର ଯିଏ ଯେତେ ଦୂରରେ ଥିଲେ ମଧ୍ୟ ନିଜ ଘରକୁ ଫେରି ନବାନ୍ନ ଖାଇଥାନ୍ତି । ସ୍ୱାମୀ ସ୍ତ୍ରୀ, ଭାଇ ଭଉଣୀ, କାକା ଖୁଡି, ଅଜା ଆଇ, ଏପରି କି ଦୂର ସମ୍ପର୍କିୟମାନେ ମଧ୍ୟ ଗୋଟିଏ ଜାଗାରେ ଏହି ପର୍ବ ପାଳନ କରିଥାନ୍ତି । ତେଣୁ ନୂଆଁଖାଇ ହିଁ ଆମ ଭିତରେ ଥିବା ଦୂରତାକୁ ଦୂର କରି ଆମ ଭିତରେ ଭାଇଚାରା ଓ ଏକତା କୁ ସୁଦୃଢ କରୁଛି ବୋଲି ଆଜି ପବିତ୍ର ନୂଆଁଖାଇ ରେ ନିଜ ପରିବାର ସହ ନବାହ୍ନ ଭକ୍ଷଣ ପରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ନିଜ ଗାଁ ଛତାମଖନା କୁ ଯାଇ ନିଜର ଆତ୍ମୟ ସ୍ୱଜନ, ବନ୍ଧୁବାନ୍ଧବ ଓ ଗାଁ ଲୋକଙ୍କୁ ଭେଟିବା ଅବସରରେ ନିଜ ପ୍ରତିକ୍ରିୟାରେ କହିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଯେ ଯଦିଓ ଏ ବର୍ଷ ଲୋକେ ବହୁତ ହର୍ଷଉଲ୍ଲାସ ସହ ନୂଆଁଖାଇ ପାଳନ କରୁଛନ୍ତି କିନ୍ତୁ ଗାଁ ରେ ଚାଷୀଙ୍କୁ ଦେଖିଲେ କାହିଁକି କେଜାଣି ତାଙ୍କ ମନରେ ଖୁସି ନ ଥିବା ଭଳି ଜଣାପଡୁଛି । କୃଷିଭିତ୍ତିକ ଏହି ପର୍ବରେ ଚାଷୀ ମନରେ ଯଦି ହର୍ଷ ଉଲ୍ଲାସ ନ ରହିବ ତେବେ ଏହା ସମାଜ, ରାଜ୍ୟ ତଥା ଦେଶ ପାଇଁ କେବେ ବି ମଙ୍ଗଳମୟ ହେବ ନାହିଁ ବୋଲି ଲୋକଙ୍କ ସହ ଜୁହାର ଭେଟ ଅବସରରେ ଶ୍ରୀ ମିଶ୍ର ଏହା କହିଛନ୍ତି । ଏ ଅବସରରେ ସେ ବଲାଙ୍ଗିର ତଥା ସାରା ରାଜ୍ୟବାସୀଙ୍କୁ ପବିତ୍ର ନୂଆଁଖାଇର ଶୁଭେଚ୍ଛା ଜଣାଇବା ସହ ଏ ବର୍ଷ କେବଳ ପଶ୍ଚିମାଂଚଳ ନୁହେଁ ସାରା ରାଜ୍ୟବାସୀ ଙ୍କ ପାଇଁ ସୁଖ ସମୃଦ୍ଧି, ଭାଇଚାରା ଓ ଏକତାର ବର୍ଷ ହେଉ । ତା ସହ ଆମ ଚାଷୀ ସେ କରିଥିବା ଅମଳର ଯେପରି ସଠିକ୍ ମୁଲ୍ୟ ପାଇବ ସେ ଦିଗରେ ପ୍ରଶାସନ ତଥା ରାଜ୍ୟ ସରକାର ସହୃଦୟତାର ସହ କାମ କରୁ ବୋଲି ଶ୍ରୀ ମିଶ୍ର କାମନା କରିଛନ୍ତି । ଆଜିର ଏହି ଜୁହାର ଭେଟ ସମୟରେ ଶ୍ରୀ ମିଶ୍ରଙ୍କ ସହ କଂଗ୍ରେସ ନେତା ଶୁଭ୍ରାଂଶୁ ଶେଖର ପଣ୍ଡା, ସଚ୍ଚିଦାନନ୍ଦ ମିଶ୍ର, ଶ୍ରୀହରି ମିଶ୍ର, ରାଜକିଶୋର ମିଶ୍ର, ଭଗି ହରପାଲ, ଗୋବର୍ଦ୍ଧନ ସେଠ, ବୁରୋଖାଇ ସିକା, ଉପ କଲେତ ଙ୍କ ସମେତ ଅନେକ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like