-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ

16-Sep-2026



ବରପାଲି (ସୁଦାମ ଦୀପ) ପଶ୍ଚିମ ଓଡିଶା ର ସିଘା ତିହାର ନୁଆଁଖାଇ ପର୍ବ ଅବସରରେ ମଙ୍ଗଳବାର ଦିନ ଅତାବିରା ବ୍ଲକ ଗମ୍ଭାରୀପାଲି ବସ୍ତି ଗଣେଶ ପୂଜା କମିଟି ତରଫରୁ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ସ୍କୁଲ ଓ କଲେଜ ଛାତ୍ର ଛାତ୍ରୀଙ୍କୁ ନେଇ ଚିତ୍ରାଙ୍କନ, ନୃତ୍ୟ, ମ୍ୟୁଜିକାଲ ଚେୟାର ଓ ହୁଳହୁଳି ପ୍ରତିଯୋଗିତା ଆୟୋଜିତ ହୋଇଥିଲା l ଚିତ୍ରାଙ୍କନରେ ପ୍ରିୟଲ କର୍ଣ୍ଣ -ପ୍ରଥମ, ସତ୍ୟମ ସେଠ -ଦ୍ଵିତୀୟ ଓ ସିଦ୍ଧିବିନାୟକ ପ୍ରଧାନ -ତୃତୀୟ ସ୍ଥାନ ଅଧିକାର କରିଥିଲେ l ମ୍ୟୁଜିକାଲ ଚେୟାର କନିଷ୍ଠ ବର୍ଗରେ ଆରବ ପ୍ରଧାନ -ପ୍ରଥମ, ରୁଦ୍ରାଂଶ କର୍ଣ୍ଣ -ଦ୍ଵିତୀୟ, ଅଙ୍କିତ ସେଠ -ତୃତୀୟ ଓ ବରିଷ୍ଠ ବର୍ଗରେ ବିଉଟି ମାହାର-ପ୍ରଥମ, ପ୍ରିୟା କର୍ଣ୍ଣ -ଦ୍ଵିତୀୟ ଏବଂ ଅଲିଭା ସେଠ -ତୃତୀୟ ସ୍ଥାନ ଅଧିକାର କରିଥିଲେ  ସେହିପରି ନୃତ୍ୟ ରେ ପିହୁ କର୍ଣ୍ଣ -ପ୍ରଥମ, ମନୀଷା ମାହାର -ଦ୍ଵିତୀୟ ଓ  ମିଷ୍ଟି ମାହାର ଓ ପ୍ରିଶୁ କର୍ଣ୍ଣ -ତୃତୀୟ ସ୍ଥାନ ଅଧିକାର କରିଥିଲେ l ହୁଳହୁଳି ପ୍ରତିଯୋଗିତାରେ ସରସ୍ବତୀ ଦେହେରୀ -ପ୍ରଥମ, ବିଳାସିନୀ ସେଠ -ଦ୍ଵିତୀୟ ଓ ବିଜୟା ସେଠ-ତୃତୀୟ ସ୍ଥାନ ଅଧିକାର କରିଥିଲେ l  ସସ୍ମିତା କର୍ଣ୍ଣ ଓ ଅମୁଲ୍ୟ ପ୍ରଧାନ ବିଚାରକ ରହିଥିଲେ l  ଗମ୍ଭାରୀପାଲି ମା ମାହେଶ୍ୱରୀ ମନ୍ଦିର ପରିଚାଳନା କମିଟିର କୋଷାଧ୍ୟକ୍ଷ ଜୟନ୍ତ କର୍ଣ୍ଣ,ରେଳବାଇ କର୍ମଚାରୀ ଶାଶ୍ୱତ କର୍ଣ୍ଣ, ଆସାମ ରାଇଫଲର ଯବାନ ଶିଶିର କୁମାର ପ୍ରଧାନ, ଓଡିଶା ଜେଲ ବିଭାଗର ୱାର୍ଡର ସୋମ୍ୟ ରଞ୍ଜନ କର୍ଣ୍ଣ, ଖେଳ ଶିକ୍ଷକ ଶ୍ରୀମନ୍ତ ପ୍ରଧାନ ଓ ଗଣେଶ ପୂଜା କମିଟିର ସଭାପତି ନନ୍ଦକାହ୍ନା ମହାକୁର ନିମନ୍ତ୍ରିତ ଅତିଥି ରୂପେ ଯୋଗଦାନ କରି କୃତି ପ୍ରତିଯୋଗୀମାନଂକୁ ପୁରସ୍କୃତ କରିଥିଲେ l ପ୍ରତୁଲ କୁମାର କର୍ଣ୍ଣ ପ୍ରତିଯୋଗିତା ଓ ସଭା ପରିଚାଳନା କରିଥିବା ବେଲେ ସୁବ୍ରତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ l ଗଣେଶ ପୂଜା କମିଟିର ସମସ୍ତ ସଦସ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like