-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ

16-Sep-2026



ଭୁବନେଶ୍ୱର: ଆଜି ଲୋକସେବା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସାମ୍ବବ ସୁଭଦ୍ରା ଯୋଜନାର ଅଗ୍ରଗତି ସମ୍ପର୍କରେ ପ୍ରକାଶ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ ଦୁଇ ବର୍ଷ ମଧ୍ୟରେ ୫ଟି କିସ୍ତି ଜରିଆରେ ୧ କୋଟି ୩ ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ (ଊଈଞ) ୨୫,୮୦୦ କୋଟି ଟଙ୍କା ସହାୟତା ହସ୍ତାନ୍ତର କରାଯାଇଛି। ଆଇଆଇଏମ୍‌‌ ସମ୍ବଲପୁର, ଏସବିଆଇ ଏବଂ ନୀତି ଆୟୋଗର ଆକଳନ ଅନୁଯାୟୀ, ଏହି ଯୋଜନା ଫଳରେ ରାଜ୍ୟର ୨୬ ପ୍ରତିଶତରୁ ଊର୍ଦ୍ଧ୍ୱ ମହିଳା ନିଜସ୍ୱ ଉଦ୍ୟୋଗୀ ଭାବେ ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି।

ଏହି ପରିପ୍ରେକ୍ଷୀରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ମତ ପ୍ରକାଶ କରି କହିଛନ୍ତି, "ଆସନ୍ତା କାଲି ମହିଳା ସଶକ୍ତୀକରଣ ଓ ଆତ୍ମସମ୍ମାନର ସଂକଳ୍ପ ଦିବସ ଭାବେ ପାଳନ କରାଯିବ। ଏହି ଅବସରରେ ରାଜ୍ୟର ସମସ୍ତ ଆଇ ଇସିଡିଏସ୍ (ଓଉଊଝ) ପ୍ରକଳ୍ପ, ଅଙ୍ଗନବାଡ଼ି କେନ୍ଦ୍ର ଓ ସିଡିପିଓ କାର୍ଯ୍ୟାଳୟଗୁଡ଼ିକରେ ରଙ୍ଗୋଲି ପ୍ରତିଯୋଗିତା ଏବଂ ସବିଶେଷ ସମାରୋହ ଆୟୋଜନ କରାଯିବ।' ଏଥିସହ ‘ପୋଷଣ ଅଭିଯାନ’ ମାଧ୍ୟମରେ ଓଡ଼ିଶାକୁ ୧୦୦% କୁପୋଷଣମୁକ୍ତ କରି ଏକ ‘ସୁପୋଷିତ ଓ ବିକଶିତ ଓଡ଼ିଶା’ ଗଠନ ପାଇଁ ବିଭାଗ ସଂକଳ୍ପବଦ୍ଧ ବୋଲି ମାନ୍ୟବର ମନ୍ତ୍ରୀ କହିଛନ୍ତି ।ଉପମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପ ପ୍ରଜ୍ୱଳନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ମହିଳା ସଶକ୍ତୀକରଣ, ମର୍ଯ୍ୟାଦା ଓ ସ୍ୱାବଲମ୍ବନର ଭାବନାକୁ ଉତ୍ସବ ଆକାରରେ ପାଳନ କରିବାକୁ ଆହ୍ୱାନ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like