-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

17-Sep-2026



ବାଲିଗୁଡା (ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ଯାତ୍ରୀବାହୀ ବସ୍‌ରେ ଚାଲାଣ ହେଉଥିବା ୬୩ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି ପୁଲିସ। ଏହି ଘଟଣାରେ ବସ୍‌ର ଡ୍ରାଇଭର, ହେଲ୍ପର ଓ କଣ୍ଡକ୍ଟରଙ୍କୁ ପୁଲିସ ଗିରଫ କରିଛି। ପୁଲିସ ସୂଚନା ଅନୁସାରେ କ.ନୂଆଗାଁ ବ୍ଲକ୍‌ ସମ୍ମୁଖରେ ବେଲୁନ ନାମକ ଯାତ୍ରୀବାହୀ  ବସ୍‌ ନଂ.ଓଡି -୦୨ -ଏସି -୧୧୫୧ କୁ ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ବସ୍‌ରୁ ବିପୁଳ ପରିମାଣର ଗଞ୍ଜେଇ ଠାବ ହୋଇଥିଲା।
ଏହି ଘଟଣାରେ ଗିରଫ ଅଭିଯୁକ୍ତମାନେ ହେଲେ ବସ ଡ୍ରାଇଭର ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କଡୁଆ ଗ୍ରାମର ବିଷ୍ଣୁ ନାଏକଙ୍କ ପୁଅ ସୁଦର୍ଶନ ନାଏକ (୪୨), ବସ୍‌ ହେଲ୍ପର କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁରୁବାଲି ଗ୍ରାମର ସ୍ୱର୍ଗତ ବିନାୟକ ମଲ୍ଲିକଙ୍କ ପୁଅ ବିନୋଦ ମଲ୍ଲିକ (୪୦) ଏବଂ କଣ୍ଡକ୍ଟର ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ମୁସଲିମ ସାହିର

ରହିମ ଖାନଙ୍କ ପୁଅ ହମିଦ ଖାନ (୩୦)। ପୁଲିସ ଘଟଣାସ୍ଥଳରୁ ୬୩ କେଜି ୩୦୦ ଗ୍ରାମ ଗଞ୍ଜେଇ, ବସ୍‌, ଗୋଟିଏ ଭିଭୋ, ଗୋଟିଏ ଓପୋ ଓ ଗୋଟିଏ ସାମସଙ୍ଗ ସ୍ମାର୍ଟଫୋନ୍‌ ସହ ୬,୭୦୦ ଟଙ୍କା ନଗଦ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୬.୩ ଲକ୍ଷ ଟଙ୍କା ବୋଲି ସୂଚନା ମିଳିଛି l ଏନେଇ କ.ନୂଆଗାଁ ଥାନାରେ କେସ୍‌ ନଂ. ୧୩୫/୨୬ ପ୍ରକାରେ ଏନ୍‌ଡିପିଏସ୍‌ ଆଇନର ଧାରା ୨୦(ବି)(ii)(ସି) ଅନୁଯାୟୀ ମାମଲା ଏକ ରୁଜୁ ହୋଇଛି। ମାମଲାର ତଦନ୍ତ ଅଧିକାରୀ ଭାବେ କେଳୁ ଚରଣ ଜେନା, ଆଇଆଇସି, କ.ନୂଆଗାଁ ଥାନା ତଦନ୍ତ ଜାରି ରଖିଛନ୍ତି। ଗଞ୍ଜେଇ କେଉଁଠାରୁ ଆସିଥିଲା ଏବଂ କେଉଁଠାକୁ ଚାଲାଣ ହେଉଥିଲା, ସେନେଇ ପୁଲିସ ତଦନ୍ତ କରୁଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like