-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ

17-Sep-2026



ବଲାଙ୍ଗୀର (ପ୍ରେରଣା ଖବର):  ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ  ତଥା ଏକତା ଓ ଭାତୃତ୍ୱ ଭବର ପ୍ରତୀକ ନୂଆଁଖାଇ ଆମ ସମସ୍ତଙ୍କୁ ପରଷ୍ପର ମଧ୍ୟରେ  ଭାବର ବନ୍ଧନରେ ଯୋଡି ପାରିଛି ।  ଯିଏ ଯେଉଁଠି ଥାଉନା କାହିଁକି ଏହି ଦିନ ପରିବାରର ସମସ୍ତେ ଏକାଠି ବସି ନବାନ୍ନ ଭକ୍ଷଣ କରିବାର ଅନନ୍ୟ ପରମ୍ପରା ଆମକୁ ସାରା ବିଶ୍ୱରେ ପରିଚିତ କରାଇ ପାରିଛି। ନୂଆଁଖାଇ ପରେ ନୂଆଁଖାଇ ଭେଟଘାଟ୍ ପଶ୍ଚିମ ଓଡ଼ିଶାର ଭାଇଚାରାର  ଅନ୍ୟ ଏକ ପ୍ରତୀକ ଅଟେ। ଏହିକ୍ରମରେ ବଲାଙ୍ଗୀର ରେ କାର୍ଯ୍ୟରତ ଓକିଲମାନଙ୍କ ଉଦ୍ୟମରେ ଆସନ୍ତା ସେପ୍ଟେମ୍ବର ୨୦ ତାରିଖରେ ସ୍ଥାନୀୟ କଦଳୀମୁଣ୍ଡା ନର୍ସରୀ ଠାରେ ଏକ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। କାର୍ଯ୍ୟକ୍ରମର ସଫଳ ଆୟୋଜନ ତଥା ଏହାକୁ କିପରି ଅଧିକ ଆକର୍ଷଣୀୟ କରାଯାଇ ପାରିବ ସେଥିପାଇଁ  ପ୍ରସ୍ତୁତି ଶେଷ ପର୍ଯ୍ୟୟରେ ପହଂଚିଛି। ଏ ପର୍ଯ୍ୟନ୍ତ ପ୍ରାୟ ୧୫୦ଜଣ ଓକିଲ ଏହି ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସହମତି ପ୍ରଦାନ କରିସାରିଛନ୍ତି।
  ସୂଚନାଯୋଗ୍ୟ ଯେ, ପୂର୍ବରୁ ମଧ୍ୟ ବଲାଙ୍ଗୀରର ଓକିଲ ମାନଙ୍କ ଆୟୋଜନରେ ଏପରି ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇ ସାରିଛି। ସେପ୍ଟେମ୍ବର ୨୦ତାରିଖର ଭେଟଘାଟ ଉତ୍ସବକୁ ସଫଳ କରିବା ସହ ଏଥିରେ ଓକିଲ ମନେ ବହୁ ସଂଖ୍ୟାରେ ଯୋଡି ହେବାକୁ ନିବେଦନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like