-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ନବଜାତ ଶିଶୁ କନ୍ୟା ଉଦ୍ଧାର

17-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା କୌଡିଆମୁଣ୍ଡା କେନାଲ ବ୍ରିଜ ନିକଟରେ ଏକ ଲତାବୁଦା ମୂଳରୁ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛି l ପ୍ରାପ୍ତ ସୂଚନା ଅନୁଯାଇ କୌଡିଆମୁଣ୍ଡା ଗ୍ରାମର ରବି ନାରାୟଣ ସାହୁ ସକାଳୁ ନିଜ ବିଲକୁ କାମରେ ଯାଇଥିଲେ l ଦିନ ପ୍ରାୟ ୧୧ ଟା ସମୟରେ ଘରକୁ ଫେରୁଥିଲେ l  ଆଜି ବିଶ୍ୱକର୍ମା ପୂଜା ସେଥିପାଇଁ ସେ ତାଙ୍କ ମଟର ସାଇକେଲକୁ ଧୁଆଧୋଇ କରି ସଫା କରିବା ପାଇଁ କେନାଲ ନିକଟରେ ଅଟକିଥିଲେ l ଏହି ସମୟରେ ଏକ ନବଜାତ ଶିଶୁର କାନ୍ଦିବା ଶୁଣାଗଲା  ସେ ତତକ୍ଷଣାତ୍ ଚାରିପଟେ ଦେଖିଲେ ହେଲେ କେହି ଦେଖା ଯାଉନଥିଲେ l ଶିଶୁର କନ୍ଦନକୁ ଅନୁଶରଣ କରି ଦେଖିଲେ ଯେ,ଏକ ଲତାବୁଦା ଭିତରୁ କନ୍ଦନ ଶୁଭୁଛି ।ତ୍ୱରିତ ସେ ସେହି ଲତାବୁଦା ମୂଳକୁ ଯାଇ ନବଜାତ ଶିଶୁ କନ୍ୟାଟି ପଡିଛି ଓ ତା ଦେହରେ ପିମ୍ପୁଡି ଲାଗିଯାଇଛି । ତାର ନାଭି ମଧ୍ୟ ଲମ୍ବିଛି l ଠିକ ଏହି ସମୟରେ ଜଣେ ବାଟୋଇ ସେହି ରାସ୍ତା ଦେଇ ଯାଉଥିଲେ l ସେ ସେହି ବାଟୋଇକୁ ଡାକି ଏଠାରେ ଟିକେ ଦେଖୁଥାଅ ମୁଁ ମୋ ପତ୍ନୀଙ୍କୁ ଘରୁ ଡାକି ଆଣୁଛି କହି ତାଙ୍କ ପତ୍ନୀ ଗୀତାଞ୍ଜଳି ସାହୁଙ୍କୁ ଘରୁ ଡାକି ଆଣିଲେ l ଉଭୟେ ମିଶି ସେହି ଶିଶୁ କନ୍ୟା ଟିକୁ ଲତାବୁଦା ମୂଳରୁ ଉଦ୍ଧାର କରି ନିଜ ଘରକୁ ଆଣିଥିଲେ l ସେଠାରୁ ସେ, ତାଙ୍କ ପତ୍ନୀ ଓ ତାଙ୍କ ପୁଅ ସୁମିତ କୁମାର ସାହୁ ମିଶି ଶିଶୁ କନ୍ୟାର ଚିକିତ୍ସା ପାଇଁ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ l ବିନିକା ସ୍ୱାସ୍ଥ୍ୟ କେନ୍ଦ୍ରର ମହିଳା ଓ ଶିଶୁ ବିଭାଗ ଡାକ୍ତର ସତ୍ୟନାରାୟଣ ପାଣିଗ୍ରାହୀ ଶିଶୁଟିର ଚିକିତ୍ସା କରିଥିଲେ l ବର୍ତମାନ ଶିଶୁଟିର ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡିଛି l ଘଟଣାଟି ପ୍ରଚାରିତ ହେବା ପରେ ଶିଶୁ କନ୍ୟାକୁ ଦେଖିବା ପାଇଁ ଡାକ୍ତରଖାନାରେ ଲୋକଙ୍କ ଭିଡ ଜମିଥିଲା l କିଏ ସେ ନିର୍ଦୟୀ ମହିଳା କେଉଁ ପରିସ୍ଥିତିରେ ଶିଶୁ କନ୍ୟାକୁ ନିଜେ ଜନ୍ମ ଦେବାପରେ ଏଭଳି ଫିଙ୍ଗି ଦେଇଛି ବୋଲି ସମସ୍ତେ ସେହି ମହିଳାକୁ ଛି ଛି ଥୁ ଥୁ କରିବା ସହିତ କରୁଛନ୍ତି l ସେପଟେ ଶିଶୁ କନ୍ୟାକୁ ଉଦ୍ଧାର କରିଥିବା ରବି ନାରାୟଣ ସାହୁଙ୍କ ପରିବାରକୁ ସାଧାରଣରେ ଭୁରିଭୁରି ପ୍ରଶଂସା କରୁଛନ୍ତି l ଶ୍ରୀସାହୁ ଏବେ ତାଙ୍କ ପରିବାର ସମସ୍ତ ସଦସ୍ୟ ଶିଶୁ କନ୍ୟାର ଲାଳନ ପାଳନ କରି ନିଜ ଝିଅ ପରି ରଖିବାକୁ ଇଚ୍ଛା ପ୍ରକାଶ କରିଛନ୍ତି l ତେଣୁ ଶିଶୁ କନ୍ୟାଟିକୁ ତାଙ୍କୁ ହସ୍ତାନ୍ତର କରାଯାଉ ବୋଲି ଶ୍ରୀ ସାହୁ ସରକାର ତଥା ପ୍ରଶାସନଙ୍କୁ ନିବେଦନ କରିଛନ୍ତି l ଏନେଇ ବିନିକା ଆଇ ଆଇ ସି ଅନିତା କିଡୋଙ୍କୁ ପଚାରିବାରୁ ସେ ଚାଇଲଡ ହେଲ୍ପ ଲାଇନ ଡି ପି ସି ସୁଜିତ ମିଶ୍ରଙ୍କୁ ଫୋନ ଯୋଗେ ଜଣାଇଥିଲେ ପରେ ସୁଜିତ ମିଶ୍ର ଓ ତାଙ୍କ ଟିମ ସୋନପୁରରୁ ଆସି ଶିଶୁ କନ୍ଯାର ସ୍ୱାସ୍ଥ୍ୟ ଅବସ୍ଥା ଠିକ ନ ଥିବାରୁ ମୁଖ୍ୟ ଚିକିତ୍ସାଲୟକୁ ପଠାଇଥିବା ସୂଚନା ଦେଇଛନ୍ତି l  ସ୍ୱାସ୍ଥ୍ୟ ଅବସ୍ଥା ଠିକ ହେବାପରେ ପୌଷ୍ୟ ପୁତ୍ର କେନ୍ଦ୍ର ସୁବର୍ଣ୍ଣପୁରକୁ ହସ୍ତାନ୍ତର କରାଯିବ  ବୋଲି ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like