-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll

17-Sep-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )-

 

ସମ୍ବଲପୁର ଜିଲ୍ଲା ବରିଷ୍ଠ ନାଗରିକ ସମାଜ ପକ୍ଷରୁ ପ୍ରତି ମାସ ସମ୍ବଲପୁର ମହାନଗର ସହରର ବସବାସ କରୁଥିବା ନବେ ବର୍ଷ ବୟସରୁ ଉର୍ଧ୍ଵ ବୟସ୍କର ଜଣେ ନାଗରିକଙ୍କୁ ସମ୍ବର୍ଦ୍ଧିତ କରାଯଇଥାଏ l 

ସେହି କ୍ରମରେ ଏଇ ମାସରେ ଛାତବର ଗ୍ରାମର ମୂଳ ନିବାସୀ ତଥା ଗୋବିନ୍ଦତୋଳା, ମାରୁତି ନଗର ନିବାସୀ 94 ବର୍ଷ ବୟସ୍କ ଶ୍ରୀଯୁକ୍ତ ଶ୍ରୀବତ୍ସ ପାଣିଗ୍ରାହୀଙ୍କୁ ତାଙ୍କ ବାସଭବନରେ ପୁଷ୍ପଗୁଚ୍ଛ ଓ ଉପଢୌକନ ରେ ସମ୍ବର୍ଦ୍ଧିତ କରାଯାଇଥିଲା l 

 

ଏହି ଅବସରରେ ନାଗରିକ ସମାଜର ଉପସଭାପତି ପ୍ରଫୁଲ୍ଲ ହୋତା, ସମ୍ପାଦକ ପ୍ରଦୀପ ପଣ୍ଡା, ରତ୍ନ ଭୂଷଣ ପୃଷେଠ ଓ ରାହାସ ବିହାରୀ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଶ୍ରୀ ପାଣିଗ୍ରାହୀଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିବା ସହ ମହା ମୃତ୍ୟୁଞ୍ଜୟ ମନ୍ତ୍ର ଶ୍ଳୋକ ଆବୃତି ମଧ୍ୟ କରାଯାଇଥିଲା l

 

ଶ୍ରୀ ପାଣିଗ୍ରାହୀ ସମ୍ବଲପୁର ଜିଲ୍ଲା ଜଜ ଙ୍କ କୋର୍ଟ ରୁ ସିରସ୍ତଦାର ପଦରେ ତାରିଖ 30/09/1992ରେ ଅବସର ଗ୍ରହଣ କରିଥିଲେ l ତାଙ୍କର ଜନ୍ମ ତାରିଖ 26/07/1933 ରେ ମାନେଶ୍ଵର ବ୍ଲକ ଅନ୍ତର୍ଗତ ଛତାବର ଗ୍ରାମରେ ହୋଇଥିଲା l ଏହି ଅବସରରେ ଶ୍ରୀ ପାଣିଗ୍ରାହୀ ଙ୍କର ପତ୍ନୀ ସ୍ନେହଲତା ପାଣିଗ୍ରାହୀ, ପୁତ୍ର ସମ୍ବଲପୁରର ଜଣାଶୁଣା ଓକିଲ ଶ୍ରୀ ଲକ୍ଷ୍ମଣ ପାଣିଗ୍ରାହୀ, ଶ୍ରୀ ସୂର୍ଯ୍ୟ ପାଣିଗ୍ରାହୀଙ୍କ, ବୋହୁ ତିନୁଜା ପାଣିଗ୍ରାହୀ ଓ ଡାକ୍ତର ମମତାମୟୀ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ l

ଏହି ପରିପେକ୍ଷି ରେ ଶ୍ରୀ ପାଣିଗ୍ରାହୀ କହିଥିଲେ ଯେ ଅବସର ଜୀବନରେ ଆଧ୍ୟାତ୍ମିକ ଜୀବନ ସହ ସତମାର୍ଗରେ ସମୟ ଅତିବାହିତ କରିବା ଉଚିତ l ଯଦ୍ୱାରା ଜୀବନ ସୁଖ ଓ ଶାନ୍ତି ରେ ଅତିବାହିତ ହୋଇପାରିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like