-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ

18-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ବାବୁପାଲି ପଞ୍ଚାୟତ ଅଧୀନ ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣ୍ଣ ଓ ଭକ୍ତିମୟ ପରିବେଶରେ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ପାଳିତ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗାଁବାସୀଙ୍କ ପକ୍ଷରୁ ଧୁମଧାମରେ ଏହି ପୂଜାର ଆୟୋଜନ କରାଯାଇଥିଲା।
ପାରମ୍ପରିକ ରୀତିନୀତି ଓ ବିଧିବିଧାନ ଅନୁସାରେ ପୂଜାର୍ଚ୍ଚନା କରାଯାଇଥିବା ବେଳେ ଏଥିରେ ପୂଜକ ଭାବେ ଲଳିତ ମିଶ୍ର ଏବଂ ପୂଜା କର୍ତ୍ତା ଭାବେ ଗଣେଶ୍ୱର ରାୟ ଦାୟିତ୍ୱ ତୁଲାଇଥିଲେ।
ବିଶ୍ୱକର୍ମା ପୂଜାକୁ ସଫଳ କରିବାରେ ରୁବୁଲ କୁମାର ବାରିକ,ରାକେଶ କୁମାର ବାରିକ,ନରେନ୍ଦ୍ର ପାଣ୍ଡେ,ଅଶ୍ୱିନୀ ବାରିକ,ମିଥୁନ ବାରିକ,ବ୍ୟାସଦେବ ରାୟ, ଭୀମସେନ ଭୁଏ,ଆଲୋକ ଭୁଏ, ଜିତେନ୍ଦ୍ର ରାୟ,ଉତ୍ତମ ବାରିକ, ବୃନ୍ଦାବନ ବାରିକ,ବବୁଲୁ ପାଣ୍ଡେ, ପିଣ୍ଟୁ ପାଣ୍ଡେ,ଶ୍ୟାମ ପାଣ୍ଡେ, ଋଷୁବ ଭୋଏ,ଜୟନ୍ତ ସେଠ, ମିଳନ ବାରିକ,ଭକ୍ତ ରାୟ, ରବୀନ୍ଦ୍ର ବାରିକ,କୀର୍ତ୍ତନ ବାରିକ ଓ ଜଗବନ୍ଧୁ ରାୟ,ସରୋଜ ପୋଡ଼ଙ୍କ ସମେତ ଗାଁବାସୀ ସହଯୋଗ କରିଥିଲେ।
ପୂଜା ଅବସରରେ ଗାଁବାସୀଙ୍କ ପାଇଁ ପୂଜା କମିଟି ପକ୍ଷରୁ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଥିଲା। ଚଳିତ ବର୍ଷ ବାଗଡିଆ ଗାଁରେ ବିଶ୍ୱକର୍ମା ପୂଜାକୁ ପାଞ୍ଚ ବର୍ଷ ପୂରଣ ହୋଇଥିବାରୁ ଉତ୍ସବକୁ ନେଇ ଗାଁବାସୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା।
ଲୋକଙ୍କ ମନୋରଞ୍ଜନ ପାଇଁ ଛୋଟ ଛୋଟ ପିଲାମାନଙ୍କ ଦ୍ୱାରା ଗୀତ ଓ ନୃତ୍ୟ ପରିବେଷଣର ଆୟୋଜନ କରାଯାଇଥିଲା। ପିଲାମାନଙ୍କ ଚମତ୍କାର ପରିବେଷଣ ଉପସ୍ଥିତ ଦର୍ଶକଙ୍କ ମନ ମୋହିଥିଲା।
ଭକ୍ତି,ଉତ୍ସାହ ଓ ଭାଇଚାରାର ପରିବେଶ ମଧ୍ୟରେ ବାଗଡିଆ ଗାଁରେ ବିଶ୍ୱକର୍ମା ପୂଜା ହୋଇଥିବା ବେଳେ ଆଗାମୀ ଦିନରେ ମଧ୍ୟ ଏହି ପରମ୍ପରାକୁ ଆହୁରି ଧୁମଧାମରେ ପାଳନ କରାଯିବ ବୋଲି ଗାଁବାସୀ ଆଶା ପ୍ରକାଶ କରିଛନ୍ତି।ସେହିପରି ବ୍ଲକର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like