-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା

19-Sep-2026



ସଇଁତଲା ବ୍ଲକସ୍ତରୀୟ ୧୭ ବର୍ଷରୁ କମ ବାଳକ ଓ ବାଳିକା, ଚଉଦ ବର୍ଷରୁ କମ ବାଳକ, ବାଳିକା ମାନଙ୍କ ଚୟନ ଶିବିର ଧରବଗଡ ହାଇସ୍କୁଲରେ ଅନୁଷ୍ଠିତ ହୋଇ ଯାଇଛି । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଘୁନସର ନୋଡାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ଅଭିମନ୍ୟୁ ସାହୁ, ଆୟୋଜକ ସମ୍ପାଦକ ତଥା ଧରବଗଡ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନୀଳମଣି ମେହେର ,  ଗଣ୍ଡପତ୍ରାପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅନିଲ ସାହୁ , ଗଣ୍ଡପତ୍ରାପାଲି କ୍ଲଷ୍ଟର ସିଆର୍ ସିସି ହରେକୃଷ୍ଣ ନାଗ, ବ୍ଲକ ସମ୍ପାଦିକା ରଞ୍ଜିତା ମିଶ୍ର ମଂଚାସୀନ ଥିଲେ। ଶ୍ରୀଗଣେଶ ଙ୍କ ପୂଜାର୍ଚ୍ଚନା, ପତାକା ଉତ୍ତୋଳନ, ଶପଥ ପାଠ, ମାର୍ଚ୍ଚପାଷ୍ଟ, ସହ ଏହି କାର୍ଯ୍ୟକ୍ରମ ଆଗକୁ ବଢ଼ି ଥିଲା, ଏହି ଶିବିର ରେ ଚାରୋଟି ଜୋନ ରୁ ୧୦୦ ଜଣ ବାଳକ,  ବାଳିକା ଅଂଶଗ୍ରହଣ କରି ଥିଲେ, , 21-9-26ରୁ 23-9-26 ରେ ପାଟଣାଗଡ଼ ବ୍ଲକ ରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଖେଳ କୁଦ ପ୍ରତିଯୋଗିତା ରେ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ୨୫ଜଣ ଖେଳାଳିଙ୍କୁ ପ୍ରତି ବିଭାଗରୁ ଚୟନ କରାଯାଇଥିଲା ।ଏହି ଖେଳ କୁ ସଇଁତଲା ବ୍ଲକର ସମସ୍ତ ଶାରୀରିକ ଶିକ୍ଷା ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ସଫଳତାର ସହିତ ପରିଚାଳନା କରିଥିଲେ। ସର୍ବ ଶେଷରେ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଦିବ୍ୟଲୋଚନ ଥନାପତି ଧନ୍ୟବାଦ ଅର୍ପଣ କରିଥିଲେ ।ଧରବଗଡ ଉଚ୍ଚ  ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କ ସହଯୋଗ, ଖେଳ ଶିକ୍ଷକ  ଚନ୍ଦ୍ରଶେଖର ବାହୁକ ଓ ପ୍ରଧାନ ଶିକ୍ଷକ ନୀଳମଣି ମେହେରଙ୍କ ପ୍ରଚେଷ୍ଟାରେ  ଏହି କାର୍ଯ୍ୟକ୍ରମ ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like