-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-

19-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )  ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ ଙ୍କୁ ନିଜ ନିର୍ବାଚନ ମଣ୍ଡଳୀ ତରଭା ବ୍ରିଜ୍ ଛକରେ ଅତର୍କିତ ଭାବେ ହୋଇଥିବା ଅଣ୍ଡାମାଡ  ଘଟଣା  କୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ଯୁବ ଛାତ୍ର ଜନତା ଦଳ ତରଫରୁ ଦୃଢ଼ ନିନ୍ଦା କରାଯାଇଛି । ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ  ବିଧାୟକ ଶ୍ରୀ ପୂଝାରୀ ଙ୍କ ଗଡ କୁହାଯାଉଥିବା ତରଭା ସହର ରେ ଏହି  ଘଟଣା ଘଟିଥିବା ରୁ ବିଜେଡି ଏହାକୁ ଗୁରୁତର ସହ ନେଇଛି।  ଜିଲ୍ଲା ବିଜେଡ଼ି ସଭାପତି 
ଶ୍ରୀ ସରୋଜ କୁମାର କମ୍ପ ଙ୍କ ଅଧ୍ୟକ୍ଷତା ରେ ଟାଉନ୍ ସଭାପତି ଜନ୍ମେଜୟ ପାତ୍ର ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି ସମ୍ମିଳନୀରେ ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ଜିଲ୍ଲା ପରିଷଦ ସଭ୍ୟ ମଧୁସୂଦନ ଓତା, ପ୍ରାକ୍ତନ  ପୌରାଧ୍ୟକ୍ଷ କଇରୁ ସ୍ଵାଇଁ, ପ୍ରାକ୍ତନ  ମତ୍ସ୍ୟ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା , ଜିଲ୍ଲା ଯୁବ ଛାତ୍ର ବିଜେଡ଼ି ସଭାପତି ଅଭିଷେକ ଶର୍ମା ଯୋଗ ଦେଇ  ବର୍ତ୍ତମାନ ର ସରକାର ଏବେ ସବୁକ୍ଷେତ୍ରରେ ବିଫଳ ହୋଇଥିବା ଘଟଣାକୁ ଜନସାଧାରଣ ଙ୍କ ଦୃଷ୍ଟିରୁ ହଟାଇବା ପାଇଁ ଏଭଳି ନାଟକ ଆରମ୍ଭ କରିଥିବା ପ୍ରକାଶ କରି ଆଗାମୀ ଦିନରେ ପଞ୍ଚାୟତ ନିର୍ବାଚନ ରେ ଲୋକେ ଏହାର ଦୃଢ ଜବାବ ନିଶ୍ଚିତ ଭାବରେ ଦେବେ ବୋଲି  ଉପସ୍ଥିତ ନେତାମାନେ ପ୍ରକାଶ କରିଥିଲେ। ଶାନ୍ତି ପ୍ରିୟ ସୋନପୁର ନିର୍ବାଚନ ମଣ୍ଡଳୀ ରେ ଶାସକ ଦଳ ପକ୍ଷରୁ କ୍ରମାଗତ ଭାବରେ ଆମ ବିଜେଡ଼ି ନେତା ଙ୍କୁ ଚାରି ଚାରି ଥର ଆକ୍ରମଣ  ଘଟଣା କୁ ସମସ୍ତେ ଦୃଢ଼ ନିନ୍ଦା କରିଥିଲେ। ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ବା କୌଣସି ଦଳ ସେ ଲୋକ ଙ୍କ ସେବା କରି ପାରେନି  ବୋଲି ମତ ରଖି  ସୁବର୍ଣ୍ଣପୁର ବିଜେପି ର ଏ ହିଂସା ଗଣତନ୍ତ୍ର ପାଇଁ ଆଦୌ ଶୁଭଙ୍କର ନୁହେଁ ବୋଲି ଶ୍ରୀ କମ୍ପ କହିଥିଲେ l ଦୀପ  ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ ବୋଲି ଉପାଧ୍ୟକ୍ଷ ନାରାୟଣ ଲୁହା ମତ ରଖି ଏ ଘଟଣା ରେ ରାଜ୍ୟ ସରକାର ଜିଲ୍ଲା ପୋଲିସ ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଗାମୀ ଦିନ ରେ ବିଜେଡି ମଧ୍ୟ ରାଜ ରାସ୍ତା କୁ ଓହ୍ଲାଇ ପୋଲିସ ଓ ପ୍ରଶାସନ କୁ ଅଚଳ କରିଦେବ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like