-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ

19-Sep-2026



ନୂଆପଡା (ଡୋଲେଶ୍ୱର  ବାଗ )
ନିଜର ଅନନ୍ୟ ପ୍ରତିଭା ଓ ଦୀର୍ଘଦିନର ଅଭ୍ୟାସ ବଳରେ ଜିଭ ସାହାଯ୍ୟରେ କମ୍ପ୍ୟୁଟର କି-ବୋର୍ଡରେ ଇଂରାଜୀ ବର୍ଣ୍ଣମାଳା A ରୁ Z ପର୍ଯ୍ୟନ୍ତ ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଛନ୍ତି ନୂଆପଡ଼ା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ କରଙ୍ଗାମାଲ୍ ଗ୍ରାମ ପଞ୍ଚାୟତ ର କୁଲିଙ୍ଗାମାଲ ଗ୍ରାମ, ଦିନେଶ ଚନ୍ଦ୍ର କଟା।

ଦିନେଶ ହାତ ବ୍ୟବହାର ନକରି କେବଳ ଜିଭ ସାହାଯ୍ୟରେ ଲାପଟପ୍ କି-ବୋର୍ଡରେ ଇଂରାଜୀର capital letters A ରୁ Z ପର୍ଯ୍ୟନ୍ତ ଟାଇପ୍ କରିବାର ଅନନ୍ୟ କୌଶଳ ହାସଲ କରିଛନ୍ତି। ତାଙ୍କର ଏହି ପ୍ରତିଭାକୁ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ପକ୍ଷରୁ ଯାଞ୍ଚ କରାଯାଇ ରେକର୍ଡ ଭାବେ ସ୍ୱୀକୃତି ଦିଆଯାଇଛି।

“Fastest individual to type the English alphabet on a computer with his tongue” ଶୀର୍ଷକରେ ତାଙ୍କ ନାମ ରେକର୍ଡଭୁକ୍ତ ହୋଇଛି। ଦିନେଶ ମାତ୍ର ୧୫ ସେକେଣ୍ଡରେ A ରୁ Z ପର୍ଯ୍ୟନ୍ତ ଇଂରାଜୀ ବର୍ଣ୍ଣମାଳା ଟାଇପ୍ କରି ଏହି ରେକର୍ଡ ହାସଲ କରିଛନ୍ତି।

ଏହି ସଫଳତା ପାଇଁ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ପକ୍ଷରୁ ତାଙ୍କୁ ରେକର୍ଡ ସର୍ଟିଫିକେଟ୍, ରେକର୍ଡ ହୋଲ୍ଡର୍ ID କାର୍ଡ, ମେଡାଲ୍, ବ୍ୟାଜ୍ ଓ ଅନ୍ୟାନ୍ୟ ସାମଗ୍ରୀ ସହିତ Certificate/Achiever’s Kit ପ୍ରଦାନ କରାଯାଇଛି। ଦିନେଶଙ୍କ ଏହି ଅନନ୍ୟ ସଫଳତାରେ ପରିବାର, ବନ୍ଧୁବର୍ଗ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଦିନେଶ କହିଛନ୍ତି ଯେ, ଦୀର୍ଘଦିନର ଅଭ୍ୟାସ ଓ ନିଷ୍ଠା ଯୋଗୁଁ ସେ ଏହି ଅନନ୍ୟ କୌଶଳ ହାସଲ କରିପାରିଛନ୍ତି। ତାଙ୍କ ଏହି ସଫଳତା ଅଞ୍ଚଳ ପାଇଁ ମଧ୍ୟ ଗର୍ବର ବିଷୟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like