-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-

20-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ରେ ପ୍ରଥମ ଥର ପାଇଁ ଅୟୋଜନ ହେବାକୁ ଥିବା ୬୫ ତମ ସାହାଣୀ କପ୍ ଫୁଟବଲ୍ ଲିଗ୍ ୨୦୨୬/୨୭ ପାଇଁ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିଅମ୍ ଠାରେ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି l ଓଡ଼ିଶା ଫୁଟବଲ୍ ଆସୋ ସିଏସନ୍ ଓ ଓଡ଼ିଶା ସରକାର ଙ୍କ କ୍ରୀଡା ଯୁବ ବ୍ୟାପାର ବିଭାଗ ର ନିର୍ଦ୍ଦେଶ ଓ ପ୍ରତ୍ୟକ୍ଷ ତତ୍ତ୍ଵl ବଧାନ ରେ ଅନୁଷ୍ଟିତ ଏହି ସାହାଣୀ କପ୍ ଫୁଟବଲ୍ ଜିଲ୍ଲା କ୍ରୀଡା ସଂଘ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରସାଶନ ଆୟୋଜନ ରେ ସମ୍ପୂର୍ଣ୍ଣ ସହଯୋଗ କରିବ ବୋଲି ପ୍ରକାଶ ପାଇଛି l ଆସନ୍ତା ୨୩ ତାରିଖ ବୁଧବାର ଦିନ ଠାରୁ ଅକ୍ଟୋବର ୩ ତାରିଖ ଯାଏ ରାଜ୍ୟ ରେ ଏକା ସାଙ୍ଗରେ ଚାରି ଗୋଟି ଜୋନ୍ ରେ ଖେଳ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ଏହି ସୁବର୍ଣ୍ଣପୁର ଜୋନ୍ ରେ ରାଜ୍ୟ ର ୯ ଗୋଟି ଫୁଟବଲ୍ ଦଳ ଅଂଶ ଗ୍ରହଣ କରିବେ ବୋଲି ସୁଚନା ମିଳିଛି l ଓଡ଼ିଶା ଫୁଟବଲ୍ ଏସୋ ସିଏସନ୍ ଅଫିସିଆଲ୍ ଏହି ମେଗା ବା ମର୍ଯ୍ୟାଦା ପୂର୍ଣ୍ଣ ଫୁଟବଲ୍ ଲିଗ୍ ର ସମସ୍ତ ବ୍ୟବସ୍ଥା ତଦାରଖ ସହ ପରିଚାଳନା ରେ ନଜର ରଖିବେ ବୋଲି ସୁଚନା ମିଳିଛି l  ୧୮୦ ଜଣ ଖେଳାଳି ଙ୍କ ସହ ଅଫିସିଆଲ୍ ୨୦ ଜଣ ସମୁଦାୟ ୨୦୦ ଜଣ ଅତିଥି ଙ୍କ ପାଇଁ ୧୨ ଦିନ ଧରି ଜିଲ୍ଲା କ୍ରୀଡା ସଂଘ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ରହିବା ଖାଇବା ସମସ୍ତ ଵ୍ୟଵସ୍ଥା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି ଓ ଏଥିପାଇଁ ସ୍ୱତନ୍ତ୍ର କମିଟି ଗଠନ ମାନ କରାଯାଇଛି ବୋଲି ଉପ ସଭାପତି ଶ୍ରୀ ତରାସିଆ ପ୍ରକାଶ କରିଛନ୍ତି l A & B ଗ୍ରୁପ ରେ ଦିନକୁ ୨ ଟି ମ୍ୟାଚ ଅନୁଷ୍ଟିତ ହେବ ବୋଲି ସମ୍ପାଦକ ଶ୍ରୀ ପଣ୍ତା ସୁଚନା ଦେଇଛନ୍ତି l ଆୟୋଜିତ ଆଜିର  ଏହି ସାମ୍ବାଦିକ ସମ୍ମିଳନୀରେ  କ୍ରୀଡ଼ା ସଂଘ ର ଜିଲ୍ଲା ଉପ ସଭାପତି ଚିତ୍ତ ରଞ୍ଜନ ତରାସିଆ, ସଂପାଦକ ପୀୟୂଷ ପଣ୍ଡା, ଉପଦେଷ୍ଟା କଇରୁ ସ୍ୱାଇଁ, ଶ୍ରୀବତ୍ସ ମଲ୍ଲିକ, ନାରାୟଣ ଲୁହା, ଗୋବିନ୍ଦ ମହାରଣା, ପୁରୁଷୋତ୍ତମ ପାଣିଗ୍ରାହୀ, ଭୂକୁଲୁ ବକ୍ସି, ଗଣେଶ ମେହେର, ନରସିଂହ ରାଓ, ରାଜେନ୍ଦ୍ର ସାହୁ, ଆଦିଦ୍ୟ କିଶୋର ଦାନୀ, ଗତି କୃଷ୍ଣ ମିଶ୍ର, ଦିଗାମ୍ବର ଶତପଥୀ, ବଳରାମ ପଟ୍ଟ ନାୟକ, ଫୁଟବଲ୍ ସଂପାଦକ ରାଜିବ ସାହୁ ପ୍ରମୁଖ ଯୋଗ ଦେଇ ଏହି ଟର୍ଣାମେଣ୍ଟ ର ଆୟୋଜନ ଓ ସମସ୍ତ ବ୍ୟବସ୍ଥା ଉପରେ ମତ ରଖି ଥିଲେ l  ବିକାଶ ପଣ୍ତା ଧନ୍ଯବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like