-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ

20-Sep-2026



ବରପାଲି  (ସୁଦାମ ଦୀପ) ବରପାଲି ବଲାଙ୍ଗୀର ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ଗାଈ ସହ ବାଇକ୍ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅଜୟ କୁମାର ସିଂ (୪୮)।ସୂଚନା ଅନୁସାରେ, ଅଜୟ ତାଙ୍କ ଜଣେ ବନ୍ଧୁଙ୍କ ସହ ମୋଟରସାଇକେଲରେ ଫେରୁଥିବା ବେଳେ ରାସ୍ତାରେ ହଠାତ୍ ଏକ ଗାଈ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ ତାଙ୍କ ବନ୍ଧୁ ସାମାନ୍ୟ ଆହତ ହୋଇଥିବା ବେଳେ ଅଜୟ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ବରପାଲି ଗୋଷ୍ଠୀ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ଉନ୍ନତ ଚିକିତ୍ସା ପାଇଁ ରାଇପୁର ନେଇଯାଉଥିବା ସମୟରେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଫେରାଇ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଜୟଙ୍କ ପୁଅ ଭାରତୀୟ ନୌସେନାରେ ଶ୍ରୀଲଙ୍କାରେ କାର୍ଯ୍ୟରତ ଥିବା ଜଣାପଡ଼ିଛି। ଶବ ବ୍ୟବଚ୍ଛେଦ ପରେ ପୁଅ ଶ୍ରୀଲଙ୍କାରୁ ଫେରିବା ପରେ ଗାଁରେ ମୃତକଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like