-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ

20-Sep-2026



ନବରଙ୍ଗପୁର :(ପ୍ରିୟଦର୍ଶିନୀ ପାତ୍ର) ରବିବାର ଦିନ ଦାବୁଗାଁ ବ୍ଲକର ମୋଟ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (NILP) – ULLAS ର ପ୍ରଥମ ଆକଳନ ସୁଚାରୁ ଓ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।
ଏହି ଆକଳନ କାର୍ଯ୍ୟକ୍ରମଟି  ଡାବୁଗାଁ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ରଶ୍ମିତା ନେତାମ୍ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁଚାରୁ ଭାବେ ପରିଚାଳିତ ହୋଇଥିଲା।
ଉକ୍ତ ଆକଳନରେ ସମୁଦାୟ ୪୧୦୪ ଜଣ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିଥିଲେ। ସେଥିମଧ୍ୟରୁ ପୁରୁଷ – ୧୭୭୩ ଜଣ ଏବଂ ମହିଳା – ୨୩୩୧ ଜଣ ପରୀକ୍ଷା ଦେଇଥିଲେ।ଉକ୍ତ ଆକଳନ କାର୍ଯ୍ୟକ୍ରମକୁ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ରଶ୍ମିତା ନେତାମ୍, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ଭଗବାନ ମାଝୀ, ଶ୍ରୀ ସନ୍ତୋଷ କୁମାର ସାହୁ ଏବଂ ଦାବୁଗାଁ ବ୍ଲକର ସମସ୍ତ ୦୮ ଜଣ CRCC ବିଭିନ୍ନ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ତଦାରଖ କରିଥିଲେ।
ସମସ୍ତ ପରୀକ୍ଷା କେନ୍ଦ୍ରରେ ଆକଳନ ପ୍ରକ୍ରିୟା ଶୃଙ୍ଖଳିତ, ସୁଚାରୁ ଏବଂ ସଫଳତାର ସହ ସମ୍ପନ୍ନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like