-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ

20-Sep-2026



ଲୋଇସିଂହା (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରୁଗୁଡ଼ିଖାଳ ସ୍ଥିତ ସପ୍ତାହିକ ବଜାର ପ୍ରାଙ୍ଗଣରେ ବିଜେପି ପକ୍ଷରୁ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଝାରସୁଗୁଡା ବିଧାୟକ ଶ୍ରୀଯୁକ୍ତ ଟଙ୍କଧର ତ୍ରିପାଠୀ, ବରଗଡ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ, ଧରମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଶୀ, ଅତାବିରା ବିଧାୟକ ନିହାର ମହାନନ୍ଦ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଉପସ୍ଥିତ ରହି ଉକ୍ତ କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡିଶା ର ଗଣପର୍ବ ନୁଆଁଖାଇ ବାବଦରେ ସୁ ଚିନ୍ତିତ ମତ ପ୍ରଦାନ କରିଥିଲେ l

ପ୍ରଥମେ ଅତିଥି ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଗଲା l ଏହାସହ ଅତିଥି ମାନେ ଇଷ୍ଟଦେବୀ ଙ୍କ ଫଟୋ ରେ ପୁଷ୍ପ ଦେଇ ଦୀପ ପ୍ରଜ୍ବଳନ କରିଥିଲେ l ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଯାହାକି ଡାଲଖାଇ ରସରକେଲି ନୃତ୍ୟ ପରିବେଶଣ କୁ ମନୋରଞ୍ଜନ କରିଥିଲେ l ନୁଆଁଖାଇ ପର୍ବ ହେଉଛି ପଶ୍ଚିମ ଓଡିଶା ର ମୁଖ୍ୟପର୍ବ ଯାହାକି ବର୍ତମାନ ଭାରତ ସମେତ ବିଶ୍ୱ ରେ ଏହି ଗଣପର୍ବ କୁ ମନାଯାଉଛି l ଏହା ହେଉଛି ଭାଇଚାରା ର ପର୍ବ l ରାଗ ରୋଷ କୁ ଦୂରକରି ପାରିବାରିକ ମିଳନ ତଥା ବନ୍ଧୁତ୍ବ ର ପର୍ବ ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ l ଅତିଥି ବୃନ୍ଦ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମହାଳିଙ୍ଗ ଙ୍କ ଏଭଳି କାର୍ଯ୍ୟକ୍ରମ କୁ ଦେଖି ଖୁବ ପ୍ରଶଂସା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ବିଜେପି କାର୍ଯ୍ୟକର୍ତା ସମେତ ବହୁ ସଂଖ୍ୟାରେ ଜନସାଧାରଣ ଏହି ଗଣପର୍ବ ନୁଆଁଖାଇ ଭେଟଘାଟ ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like