-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ

20-Sep-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ନାରାୟଣପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ପରିବେଶ ସୁରକ୍ଷା ଓ ସନ୍ତୁଳନ ରକ୍ଷା ଉଦ୍ଦେଶ୍ୟରେ ଏକ ମେଗା ସାମୂହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଶ୍ରୀ ଚେତାନନ୍ଦ ରଣାଙ୍କ ପ୍ରୟାସରେ ଆୟୋଜିତ ଏହି

କାର୍ଯ୍ୟକ୍ରମରେ ପ୍ରଥମେ କର୍ତ୍ତା ଚେତାନନ୍ଦ ରଣା ଓ ତାଙ୍କ ପତ୍ନୀ ନମିତା ରଣାଙ୍କ ଦ୍ୱାରା ଶ୍ରୀ ସତ୍ୟସାଇଙ୍କ ପୂଜାର୍ଚ୍ଚନା ଓ ସଂକୀର୍ତ୍ତନ କରାଯାଇଥିଲା। ପରେ ବୃକ୍ଷଦେବତାଙ୍କୁ ଆହ୍ୱାନ କରି ବିଧିବିଧାନ ଅନୁଯାୟୀ ସାମୂହିକ ବୃକ୍ଷରୋପଣ ଆରମ୍ଭ କରାଯାଇଥିଲା।ଏହି ଅବସରରେ ଶ୍ରୀ ସତ୍ୟସାଇ ସେବା

ସଂଗଠନର ସଦସ୍ୟ ଦଶରଥ ଦିଶ୍ରି , ଜୀବର୍ଦ୍ଧନ ରଣା, ଜଗନ୍ନାଥ ରଣା, ଦେବକୀ କଅଁର, ଜଳନ୍ଧର ରଣା, ଘାସିରାମ ରଣା, ସୁଶାନ୍ତ ମହାକୁଡ଼,ନରୁତ ଦିଶ୍ରି ,ରାଜକୁମର ଦିଶ୍ରି ,ଝସକେତନ ରଣା ପ୍ରମୁଖ ସମସ୍ତ ସଦସ୍ୟଙ୍କ ସମେତ ଗ୍ରାମବାସୀ ଉତ୍ସାହର ସହ ଯୋଗଦେଇ ସିଲେଟପଡ଼ାରୁ ଉଡେନ ରାସ୍ତାର ଦୁଇ କଡ଼ରେ ବୃକ୍ଷରୋପଣ କରିଥିଲେ। ପରିବେଶର ସୁରକ୍ଷା, ସବୁଜିମା ବୃଦ୍ଧି ଏବଂ ଆଗାମୀ ପିଢ଼ି ପାଇଁ ସୁସ୍ଥ ପରିବେଶ ଗଠନ ଦିଗରେ ଏଭଳି ପଦକ୍ଷେପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଉପସ୍ଥିତ ସଦସ୍ୟମାନେ ମତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା