-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ

20-Sep-2026



ଟିଟିଲାଗଡ଼(ପ୍ରେରଣା ଖବର)- ଆଉ କିଛି ଦିନ ପରେ ହେବ ଜଗତ ଜନନୀ  ମା ଦୁର୍ଗାଙ୍କ ପୂଜା। ଚଳିତ ବର୍ଷ ୯୦ତମ ଦୁର୍ଗା ପୂଜା ଆୟୋଜନ କରିବ ମାଉସୀମା ମନ୍ଦିର ଦୁର୍ଗା ପୂଜା କମିଟି। ରବିବାର ସଂନ୍ଧ୍ୟାରେ କମିଟି ସଦସ୍ୟ ଶ୍ୟାମା ପ୍ରସାଦ ଗରିଆ ଓ ୧୯୮୦ ମସିହାରେ ଯେଉଁମାନେ ପୂଜା ଦାୟିତ୍ବ ଗ୍ରହଣ କରିଥିଲେ ଓ କମିଟିର ସଦସ୍ୟ ମାନଙ୍କ ଉପସ୍ଥିତରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ସଭାପତି ଭାବରେ ମହେଶ ଇନ୍ଦୋରିଆ, ଉପ ସଭାପତି ଆକାଶ ଗୋୟଲ, ସମ୍ପାଦକ ତାଡ଼କେଶ୍ୱର ପଟ୍ଟନାୟକ, ସହ ସମ୍ପାଦକ ଜିତେନ୍ଦ୍ର କୁମାର ଜୈନ, କୋଷାଧକ୍ଷ ଆରୁସ କୁମାର ଶର୍ମା , ସହ ସମ୍ପାଦକ ମିଣ୍ଟୁ ଶର୍ମାଙ୍କୁ ଚୟନ କରାଯାଇଛି। ସେହିପରି ୧୦ ଜଣିଆ କାର୍ଯ୍ୟକାରିଣୀ ସଦସ୍ୟ ଓ ୧୦ ଜଣଙ୍କୁ ଉପଦେଷ୍ଟା ଚୟନ କରାଯାଇଛି। ଏହି ବୈଠକରେ ରାଜୁ ମିଶ୍ର, ମହେଶ ଇଣ୍ଡୋରିଆ, ଧବଳେଶ୍ୱର ଦଲବେହେରା, କାଲି ପ୍ରସାଦ ମୁଖାର୍ଜୀ, ଟ୍ୱିନୁ ଅଗ୍ରୱାଲ, ମନରଞ୍ଜନ ବାଗଙ୍କ ସମେତ ଅନ୍ୟ କମିଟି ସଦସ୍ୟ ମାନେ ଉପସ୍ଥିତ ଥିଲେ। ବୈଠକ ଆରମ୍ଭ ହେବା ପୂର୍ବରୁ ପ୍ରଥମେ ପୂରଣା ତଥା ସ୍ୱର୍ଗବାସ ହୋଇଥିବା ସଦସ୍ୟ ମାନଙ୍କ ପାଇଁ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଏହାପରେ ପୂର୍ବ ବର୍ଷର କୋଷାଧକ୍ଷ ଗତବର୍ଷର ଆୟ ବ୍ୟୟ ହିସାବ ପ୍ରଦାନ କରିଥିଲେ। ଚଳିତ ବର୍ଷ ସୁରକ୍ଷାକୁ ଦୃଷ୍ଟିରେ ରଖି ସିସିଟିଭି କ୍ୟାମେରା ଲଗାଯିବା, ଅତି ସୁନ୍ଦର ତୋରଣ, ଲାଇଟ ସାଜସଜ୍ଜା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଆଲୋଚନା କରାଯାଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା