-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"

20-Sep-2026



ବଲାଙ୍ଗୀର(ପ୍ରେରଣା ଖବର):ଜିଲ୍ଲାରେ ଉଲ୍ଲାସ ଅଭିଯାନ ଅଧୀନରେ ଏଫଏଲଏନ ଏଟି (ଫାଉଣ୍ଡଡେସେନାଲ ଲିଟରେସି ଆଣ୍ଡ ନ୍ୟୁମେରସି ଏସେସମେଣ୍ଟ ଟେଷ୍ଟ)-୨୦୨୬ ପରୀକ୍ଷା ସୁଚାରୁ ରୂପେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାର ମୋଟ ୨୨୦୩ଟି ବିଦ୍ୟାଳୟରେ ଏହି ପରୀକ୍ଷା ଆୟୋଜିତ ହୋଇଥିବାବେଳେ ପ୍ରାୟ ୪୫ ହଜାର ନବସାକ୍ଷର ଏଥିରେ ଅଂଶଗ୍ରହଣ କରିଥିଲେ।ପରୀକ୍ଷାର ସୁପରିଚାଳନା ଓ ବ୍ୟବସ୍ଥାପନା ତଦାରଖ କରିବା ପାଇଁ ଜିଲ୍ଲା ଶିକ୍ଷାଧିକାରୀ(ଡିଇଓ) ସୁଧାଂଶୁ ଶେଖର ମିଶ୍ର ବିଭିନ୍ନ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଥିଲେ।ସେହିପରି ଜିଲ୍ଲାର ତିନିଜଣ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ (ଏଡିଇଓ) ପ୍ରବୀର କୁମାର ପଣ୍ଡା,ରୀନା କୁମାରୀ ବେହେରା ଓ ସେବାଶ୍ରୀ ଭୋଇ ମଧ୍ୟ ବିଭିନ୍ନ କେନ୍ଦ୍ର ପରିଦର୍ଶନ କରି ପରୀକ୍ଷାର ବ୍ୟବସ୍ଥା ଓ ପରିଚାଳନା ଅନୁଧ୍ୟାନ କରିଥିଲେ।ପରୀକ୍ଷାକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାରେ ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ,ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ,ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ,ସାଧନକର୍ମୀ,ଧନ୍ଦାମୂଳକ ଶିକ୍ଷକ,ପ୍ରଧାନଶିକ୍ଷକ,ସହକାରୀ ଶିକ୍ଷକ ଏବଂ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।ଏଥିସହିତ ସର୍ଭେୟର,ସ୍ୱେଚ୍ଛାସେବୀ ଓ ଅନ୍ୟାନ୍ୟ ଶିକ୍ଷକମାନେ ମଧ୍ୟ ପରୀକ୍ଷା ପରିଚାଳନାରେ ସହଯୋଗ କରିଥିଲେ।ଜିଲ୍ଲାର ଦୂରଦୂରାନ୍ତ ଅଞ୍ଚଳରୁ ନବସାକ୍ଷରମାନେ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ଉତ୍ସାହର ସହିତ ପରୀକ୍ଷା ଦେଇଥିଲେ।ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତାର ମୂଲ୍ୟାୟନ ସହିତ ନବସାକ୍ଷରମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ଓ ଆତ୍ମବିଶ୍ୱାସ ବୃଦ୍ଧି କରିବାରେ ଏହି ପରୀକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମତ ପ୍ରକାଶ ପାଇଛି।ସମସ୍ତଙ୍କ ସମନ୍ୱିତ ପ୍ରୟାସ ଯୋଗୁଁ ଜିଲ୍ଲାରେ ଉଲ୍ଲାସ ଏଫଏଲଏନ ଏଟି–୨୦୨୬ ପରୀକ୍ଷା ଶାନ୍ତିଶୃଙ୍ଖଳା ଓ ସଫଳତାର ସହ ସମ୍ପନ୍ନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା