-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା

21-Sep-2026



ବରପାଲି, ୨୧/୯ (ସୁଦାମ ଦୀପ) ସୋମବାର ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ମହାସଭା ତରଫରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଚଳିତ ବର୍ଷର  ଭାଗବତ ଜନ୍ମ ଓ ଇନ୍ଦ୍ରପୂଜା ଅନୁଷ୍ଠିତ ହୋଇଯାଇଛି । ବରପାଲି ସଦର ଶାଖା ସଭାପତି  ପିନାକୀ ଦାଶଙ୍କ ଆହ୍ୱାନ କ୍ରମେ ବିଭିନ୍ନ ଗ୍ରାମରୁ ବ୍ରାହ୍ମଣ ପୁରୋହିତ, କର୍ମକର୍ତ୍ତା ଓ ସଭ୍ୟମାନେ ଉପସ୍ଥିତ ହୋଇଥିଲେ । ପ୍ରାରମ୍ଭରେ ଜଗନ୍ନାଥ ମନ୍ଦିରରେ ପ୍ରଭୁ ଜଗନ୍ନାଥ ପୂଜା ସମେତ ଭାଗବତ ପୂଜା ପଣ୍ଡିତ  ସଦାନନ୍ଦ ଦାଶ, ନିରଞ୍ଜନ ଦାଶ, ଯୋଗେଶ ଦାଶ ଓ ସଞ୍ଚୟ ମିଶ୍ର ପ୍ରମୁଖଙ୍କ ଦ୍ୱାରା ସମାପିତ ହୋଇଥିଲା । ଏହି ପବିତ୍ର ଅବସରରେ ଉପସ୍ଥିତ ସମସ୍ତ ବ୍ରାହ୍ମଣ ଦେବତାଙ୍କ ଭକ୍ତି ଓ ସମ୍ମାନର ସହିତ ପଦଧୌତ କରାଯାଇଥିଲା ।  ଏ ଅବସରରେ ସ୍ଥାନୀୟ ଯୋଗୀମୁଣ୍ଡା ଶିବାଳୟରେ ଜଳ ଜପ, କପିଳେଶ୍ଵର ପୀଠରେ ରୁଦ୍ରାଭିଷେକ, ଇଷ୍ଟଦେବୀ ମାଁ ସମଲେଇଙ୍କ ପୀଠରେ ଚଣ୍ଡିପାଠ ସାଙ୍ଗକୁ ଜଗନ୍ନାଥ ମନ୍ଦିରରେ ଓଡିଆ ଭାଗବତ, ଗୋପାଳ ସହସ୍ରନାମ , ବଗଳାମୁଖୀ ସହସ୍ରନାମ ପାଠ ଓ ଦ୍ୱାଦଶ ସ୍କନ୍ଧ ହୋମ, ଆବର୍ତ୍ତକ, ସଂବର୍ତ୍ତକ, ଦ୍ରୋଣ ଓ ପୁଷ୍କରାଦି ମେଘଙ୍କ ଆବାହନ ହୋମ, ନବଗ୍ରହ ହୋମ , ଇନ୍ଦ୍ରାଦି ଦଶ ଦିଗପାଳଙ୍କ ହୋମାଦି  କରାଯାଇଥିଲା ।  ଏ ସମସ୍ତ ପୂଜାରେ ବରିଷ୍ଠ ପୂଜକ ହେମନ୍ତ ମିଶ୍ର, ସଦାନନ୍ଦ ଦାଶଙ୍କ ପରାମର୍ଶ କ୍ରମେ ରାଜୁ ଦାଶ, ପ୍ରଦୀପ ଦାଶ, ନିରଞ୍ଜନ ମିଶ୍ର, ସଦାନଦ ଦାଶ, ଅଚ୍ୟୁତାନନ୍ଦ ଦାଶ ,ଭୀମସେନ ପଣ୍ଡା, ଅରବିନ୍ଦ ବାବୁ,ରବି ଚନ୍ଦ୍ର ମହାପାତ୍ର, ସାନନ୍ଦ ଦାଶ, ଡାକ୍ତର ପତି, ହରିଶ୍ଚନ୍ଦ୍ର ଦାଶ,ବିକାଶ ପାଢ଼ୀ,ମନ ରଥ,  ଆଲୋକ ଦାଶ, ଯୋଗେଶ୍ଵର ଦାଶ । ଆନନ୍ଦ ଦାଶ , ମଧୁ ମଙ୍ଗଳ ମିଶ୍ର, ହିମାଂଶୁ ଦାଶ ପ୍ରମୁଖ  ବିଶେଷ ଭୂମିକା ଗ୍ରହଣ କରିଥିଲେ । ପୂଜା ସମୟରେ ବରପାଲି ସଦର ସଭାପତି ପିନାକୀ ଦାଶ, ସାଧାରଣ ସଂପାଦକ ପ୍ରଦୀପ ଦାଶ , ସମ୍ପାଦକ ଡ଼. ସରୋଜ କୁମାର ଦାଶ, ନିରଞ୍ଜନ ମିଶ୍ର, ଯୋଗେଶ ଦାଶ, ଆନନ୍ଦ ଦାଶ , ଅଶୋକ ଦାଶ , ଉପସଭାପତି ବିଭୁତି ମିଶ୍ର,ଯଦୁମଣି ତ୍ରିପାଠୀ,ରାଜୁ ଦାଶ,  ବ୍ଲକ ସଭାପତି କୃଷ୍ଣଚନ୍ଦ୍ର ଦେବତା, ସମ୍ପାଦକ ଅରୁଣ ପଣ୍ଡା , କାର୍ଯ୍ୟକାରୀ ସଭାପତି ନରେନ୍ଦ୍ର ହୋତା, ଦାମୋଦର ପଣ୍ଡା ,ରାଜ଼େନ୍ଦ୍ର ପୂଜାରୀ, ବିନୋଦ ବିହାରୀ ସୁସାରୀ ପ୍ରମୁଖ ବହୁ କର୍ମକର୍ତ୍ତା ସମେତ ଆଖପାଖ ଗ୍ରାମର  ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା