-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-

21-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ଶ୍ରୀ ଗୋପାଳଜୀ ଯୋଗାଳୟ ଠାରେ ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି l ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଏସପି ନାରାୟଣ ନାଏକ,  , ଏ ଡି ଏମ୍ ଅଞଳିନା ପଧାନ, ପୌର ପରିଷଦ ଅଧ୍ଯକ୍ଷା ତାମସୀ ତାମସ୍ମିତା ନାଏକ୍, ସାଇବର ସବ୍ ଇନ୍ସପେକ୍ଟର ରବୀନ୍ଦ୍ର ସାହୁ, ଏଲ ଡି ଏମ୍ ଏଫ୍ ଏଲ ସି ଘନ ଶ୍ୟାମ ମେହେର ଅତିଥି ଭାବରେ ଯୋଗ ଦେଇ ଉତ୍ସାହିତ କରିଥିଲେ l ଏହି କାର୍ଯ୍ଯ କ୍ରମ ରେ ଓଡ଼ିଶା ସରକାର ଙ୍କ ସ୍ବାସ୍ଥ୍ୟ ବିଭାଗ ପ୍ରାକ୍ତନ ନିର୍ଦେଶକ ଡ଼ା, ପ୍ରଦୀପ ଗୁରୂ ସ୍ବାସ୍ଥ୍ୟ ଉପରେ , ଜିଲ୍ଲା ପୋଲିସ ର ରବୀନ୍ଦ୍ର ସାହୁ ଓ ଷ୍ଟେଟ୍ ବ୍ୟାଙ୍କ୍ ଚିଫ୍ ମ୍ୟାନେଜର ଲକ୍ଷ୍ମଣ ମାଝୀ ସାଇବର୍ ଅପରାଧ ଉପରେ ସଚେତନତା କରିଥିଲେ l ବରିଷ୍ଠ ନାଗରିକ ସଂଘ ସଭାପତି ଡଃ ଜ୍ୟୋତି ରଞ୍ଜନ ବହିଦାର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ସଭାରେ  ସଂପାଦକ ଜ୍ଯୋତି ରଞ୍ଜନ ପଟ୍ଟନାୟକ, ଡ଼ ଆର୍ତ୍ତ ତ୍ରାଣ ବାବୁ ସମ୍ବର୍ଧନା କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l ବରିଷ୍ଠ ନାଗରିକ ବ୍ରଜ ମୋହନ ଦାନୀ, ଚମରା ରାମ ତ୍ରିପାଠୀ, ଓ ବ୍ୟୋମ କେଶ ଦାଶ ଙ୍କୁ ଏହି ଅବସରରେ ସମ୍ୱର୍ଦ୍ଧିତ କରା ଯାଇଥିବା ବେଳେ ସଂଘ ର ପ୍ରତିଷ୍ଠାତା ସଦସ୍ୟ ଡ଼ା ରାଜେନ୍ଦ୍ର ମିଶ୍ର, ମୃତ୍ୟୁଞ୍ଜୟ ଦାଶ, ନାରାୟଣ ପ୍ରସାଦ ରାୟ ଗୁରୁ, ଇନ୍ଦ୍ର ମଣି ଦାଶ, ଓ ଡ଼ ସନ୍ତୋଷ ପାଢ଼ୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା l

ଅପରାହ୍ନ ରେ ନୂଆଖାଇ  ଭେଟ ଘାଟ କାର୍ଯ୍ୟ କ୍ରମ ଅନୁଷ୍ଟିତ ହୋଇଥିଲା l  ଏଥିରେ ସୁବର୍ଣ୍ଣପୁର ର ଐତିହ ସଂସ୍କୃତି ଉପରେ କୁଇଜ୍ ପ୍ରତିଯୋଗିତା ଓ ଆଲୋଚନା ହୋଇଥିଲା l ଶ୍ରୀବତ୍ସ ମଲ୍ଲିକ, ସଚିଦା ନନ୍ଦ ନାଏକ, ରାଧେଶ୍ୟାମ ମିଶ୍ର, ଜଗଦୀଶ ମେହେର, ଦୟାନିଧି ସେଠି, ଦିଲୀପ ରଥ, ନିରଞ୍ଜନ ତ୍ରିପାଠୀ, ପ୍ରମୁଖ ସମସ୍ତ ସଦସ୍ୟ ଏହି କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା