-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ

22-Sep-2026



ବରପାଲି : (ସୁଦାମ ଦୀପ) ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କନବାରର ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ପାଳନ ନେଇ ବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସାନନ୍ଦ କୁମାର ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ବରଗଡ଼ ସାଂସଦ  ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।ବୈଠକରେ ବରଗଡ଼ ସବଡିଭିଜନର ସାଂସଦ ପ୍ରତିନିଧି  ଲିପସିତ ମିଶ୍ର ବିଶିଷ୍ଟ ଅତିଥି ଭାବେ, ଶତବାର୍ଷିକୀ ପାଳନ କମିଟିର ବୟୋଜ୍ୟେଷ୍ଠ ସଭାପତି  ଭୋଜରାଜ ପଧାନ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗୋପ ଭୋଇ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ପ୍ରଶାନ୍ତ ଭୋଇ ମଞ୍ଚ ପରିଚାଳନା କରିଥିଲେ।ସୂଚନାନୁଯାୟୀ, ଏହି ବିଦ୍ୟାଳୟ ୨୦୨୬ ମସିହା ଡିସେମ୍ବର ମାସରେ ଶିକ୍ଷାଦାନର ୧୦୦ ବର୍ଷ ପୂରଣ କରିବ। ଏହି ଐତିହାସିକ ଅବସରକୁ ସ୍ମରଣୀୟ କରିବା ପାଇଁ ତିନିଦିନ ଧରି ଶତବାର୍ଷିକୀ ଉତ୍ସବ ପାଳନ କରାଯିବ। ଗ୍ରାମବାସୀଙ୍କ ସହଯୋଗରେ ଉତ୍ସବକୁ ଧୁମଧାମରେ ପାଳନ କରିବା ସହ ବିଦ୍ୟାଳୟ ପକ୍ଷରୁ ଏକ ସ୍ମରଣିକା ପ୍ରକାଶ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା।ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମ, ପୁରାତନ ଛାତ୍ରଛାତ୍ରୀଙ୍କ ସମାବେଶ ସମେତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ନେଇ ମଧ୍ୟ ମତବିନିମୟ ହୋଇଥିଲା। ଶତବାର୍ଷିକୀ ଉତ୍ସବରେ ଓଡ଼ିଶାର ମହାମହିମ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯିବା ପାଇଁ ଆୟୋଜକ କମିଟି ସହ ଭୁବନେଶ୍ୱର ଯାଇ ବ୍ୟକ୍ତିଗତ ଭାବେ ନିମନ୍ତ୍ରଣ କରିବାକୁ ସାଂସଦ ଶ୍ରୀ ପୁରୋହିତ ପ୍ରତିଶ୍ରୁତି ଦେଇଥିଲେ।ସେହିପରି ଉତ୍ସବରେ ପ୍ରଶାସନିକ ସ୍ତରର ସମସ୍ତ ଅଧିକାରୀ ତଥା ଅଞ୍ଚଳର ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ନିମନ୍ତ୍ରଣ  ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ସାଂସଦ ପ୍ରତିନିଧି ଲିପସିତ ମିଶ୍ର କହିଥିଲେ।ବୈଠକ ଶେଷରେ ଶିକ୍ଷୟିତ୍ରୀ ସେବା ବିନିମୟ ମୁକ୍ତା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା