-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*

22-Sep-2026



ନବରଙ୍ଗପୁର:-(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି | ଏଥିରେ କର୍ଣ୍ଣ, ନାକ ଓ ଗଳା ବିଶେଷଜ୍ଞ , ଅସ୍ଥିଶଲ୍ୟ ବିଶେଷଜ୍ଞ , ଚକ୍ଷୁ ବିଶେଷଜ୍ଞ  ମାନସିକ ରୋଗ ବିଶେଷଜ୍ଞ  ପ୍ରମୁଖ ଯୋଗ ଦେଇ ଭିନ୍ନକ୍ଷମ ମାନଙ୍କୁ ଚିକିତ୍ସା କରିଥିଲେ |  ଏହା ସହ  ସାଇକୋଲୋଜିଷ୍ଟ ବିଭୂଦତ୍ତ ସେଠୀ, ଅଡିଓଲୋଜିଷ୍ଟ ଶିବପ୍ରସାଦ ସାହୁ ପ୍ରମୁଖ ଚିକିତ୍ସାରେ ସହାୟତା କରିଥିଲେ | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି,  ସମ୍ମାନୀତ ଅତିଥି  ଜିଲାପରିଷଦ ସଭ୍ୟ ଜୋନ -୧ ଧନସିଂ ଭତ୍ରା  ଜୋନ  ୨ ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ , ବିଜେଡି ନେତା ଏମ୍. ଆପ୍ପା ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର,  ବ୍ଲକ କଂଗ୍ରେସ ସଭାପତି ଜି. ସାଇରାଜୁ , ସମସ୍ତ ସରପଞ୍ଚ ଓ ସମିତି ସଭ୍ୟା ସଭ୍ୟ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ବ୍ଲକ  ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ଅମ୍ରିତା  ଭୂଷଣ ପରିଚାଳନା କରିଥିବା ବେଳେ ଅମୂଲ୍ୟ ଦଳାଇ ଓ ଅନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ | ଆଜି ଭତା  ଯୋଜନା ରେ  ମୋଟ ୪୮ ଜଣଙ୍କୁ ହିତାଧୀକାରୀ ଙ୍କୁ ଭତା  ପ୍ରଦାନ  କରାଯାଇଅଛି । ଡାବୁଗାଁ ସାମ୍ବାଦିକ ସଂଘ ର  ସଭାପତି   ରବିନାରାୟଣ ମହାନ୍ତି , ସମ୍ପାଦକ ଆଇନଜୀବୀ ମିହିର ଶଙ୍କର ପାତ୍ର ଓ କୋଷଧକ୍ଷ ତଥା ସମାଜ ସେବୀ ସୁଶାନ୍ତ କୁମାର ପଣ୍ଡା ଙ୍କ ପ୍ରାୟସ ରେ ଅଞ୍ଚଳା ପଞ୍ଚାୟତ  ଚିଚିବାଇ ଗ୍ରାମର ରାମଧର ଜାନି (୫୩)  ଚାଲି ପାରୁନଥିବା ଯୋଗୁଁ ବ୍ଲକ ପ୍ରଶାସନ ଙ୍କ ଜରିଆରେ ଏକ ଷ୍ଟେଚର ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା