-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-

22-Sep-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ପୋଲିସ କୁ ମିଳିଛି ବଡ ସଫଳତା । ନଶା ମୁକ୍ତ ଓଡିଶା ସ୍ୱତନ୍ତ୍ର ଅଭିଯାନ କ୍ରମେ ସୋମବାର ଦିନ ଏସପି ନାରାୟଣ ନାୟକ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାର ବିଭିନ୍ନ ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯିବ ସହ ପ୍ରାୟ ୫୪୦ କେଜି ଗଞ୍ଜେଇ ଜବତ ସହ ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କ ନିକଟରୁ ୨ ଗୋଟି ଦାମୀ କାର, ଗୋଟିଏ ବଇକ୍ ଜବତ ହୋଇଛି। ଜବତ ଗଞ୍ଜେଇର ବଜାର ମୂଲ୍ୟ ୫ କୋଟି ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ସୂଚନା ମିଳିଛି। ଏ ନେଇ ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଅୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସ୍‌ପି ନାରାୟଣ ନାୟକ । ଗୋଇନ୍ଦା ସୂଚନା ଆଧାରରେ ବୌଦ୍ଧ ଜିଲାରୁ କାର ଯୋଗେ ସୁବଳୟା ରାସ୍ତା ଦେଇ ବିପୁଳ ପରିମାଣର ଗଞ୍ଜେଇ ସମ୍ବଲପୁର ପଟକୁ ଚୋରାଚାଲାଣ ହେଉଥିବା ଓ ଗଞ୍ଜେଇ ବ୍ୟବସାୟୀ କାରକୁ ପାଇଲଟ କରୁଥିବା ସୂଚନା ମିଳିଥିଲା। ସୂଚନା ଆଧାରରେ ଏସପି ଶ୍ରୀ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବୀରମହାରାଜପୁର ଥାନା ପୋଲିସ କାର୍ (ନଂ. ଓଡି୧୭ଏଫ୍ ୭୭୧୭)କୁ ଅଟକ ରଖି ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଯାଞ୍ଚ କରିବାରୁ ସେଥିରେ ୩ କ୍ୱିଣ୍ଟାଲ ଗଞ୍ଜେଇ ଥିବା ଜଣାପଡିଥିଲା। କାର ରୁ ୨ ଗଞ୍ଜେଇ ଚୋରା ଚାଲାଣକାରୀ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଅଞ୍ଚଳର ପିଣ୍ଟୁ ସାହୁ (୩୩) ଓ ଅଭିଜିତ ସିଂହ (୨୮)ଙ୍କୁ ଗିରଫ କରାଯାଇଛି। ସେହିପରି ସୁବଳୟା ଥାନା ପୋଲିସ ଟିମ୍ କାର (ନଂ. ଓଡି ୦୨ବିଏମ୍ ୫୪୪୯)କୁ ଅଟକ ରଖି ଯାଞ୍ଚ କରିବାରୁ ୨ କ୍ୱିଣ୍ଟାଲ ୩୭ କିଲୋ ଗଞ୍ଜେଇ ମିଳିଥିଲା ବେଳେ ଦୁର୍ବୃତ୍ତମାନେ ପୋଲିସକୁ ଦେଖି ଗାଡ଼ି ଛାଡ଼ି ଫେରାର  ହୋଇଯାଇଥିଲେ। କିନ୍ତୁ ଦୁର୍ବୃତ୍ତ ମାନଙ୍କୁ ଚିହ୍ନଟ କରାଯାଇଛି ଏବଂ ଖୁବ୍‌ଶୀଘ୍ର ଗିରଫ କରା‌ଯିବ ବୋଲି ଏସ୍‌ପି ଶ୍ରୀ ନାୟକ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ଖୋଦ୍ ଏସପି ଶ୍ରୀ ନାୟକ ମଧ୍ୟ ଚଢ଼ାଉ ସମୟରେ ଉପସ୍ଥିତ ଥିବା ନଜର କୁ ଆସିଥିଲେ । ସେହିପରି ରାମପୁର ଥାନା ଅଞ୍ଚଳରେ ଏକ ବାଇକ୍ (ନଂ. ଓଡି ୨୭ଡି ୯୧୪୬)ରୁ ୩ କିଲୋ ୪୭୦ଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ବୌଦ୍ଧ ଜିଲା ମନମୁଣ୍ଡା ଥାନା ତିଲପଙ୍ଗା ଅଞ୍ଚଳର ଶିବ ରଣା (୩୨) ଙ୍କୁ ଗିରଫ କରାଯାଇଛି । ସମୁଦାୟ ୫୪୦ କେଜି ଗଞ୍ଜେଇ, ୨ ଗୋଟି କାର ଓ ୧ ବାଇକ୍ ଜବତ ସହ ୩ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା