-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।

22-Sep-2026



(ରଂଜିତ ମହାନ୍ତି )                      
 ବରୀ ଶିକ୍ଷା ମଣ୍ଡଳ ଅଧୀନ ବାଇଁଶୀରିଆ ମଣିଭଦ୍ର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପାଚିକା ସଂଘ ଓ ପ୍ରଧାନଶିକ୍ଷକ ଙ୍କ ବିବାଦ ଘଟଣାକୁରେ ଆଜି ନୂଆ ମୋଡ ନେଇଛି।ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ସେଠି ଙ୍କ ନିଲମ୍ବନ ଘଟଣାକୁ ବିରୋଧ କରି ଆଜି ଦିନ ତମାମ ଧାରଣା ରେ ବସିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ଅଭିଯୋଗ ଅନୁଯାଇ ଉକ୍ତ ବିଦ୍ୟାଳୟ ର ପାଚିକା ପିଲା ମାନଙ୍କ ଲାଗି ଆସିଥିବା ଡାଲି, ଚାଉଳ ଓ ଅଣ୍ଡା କୁ ଆତ୍ମସାତ କରୁଛନ୍ତି।ଆଉ ବଦଳରେ ତାଙ୍କୁ ପଣିଆ ଡାଲି ଓ ପଚା ଅଣ୍ଡା ଖାଇବାକୁ ଦେଉଛନ୍ତି ।ଯାହାକୁ ପ୍ରଧାନ ଶିକ୍ଷକ ବିରୋଧ କରିବାରୁ ଉଭୟ ଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା।ଫଳରେ ପାଚିକା ସଂଘ ପ୍ରଧାନ ଶିକ୍ଷକଙ୍କ ନାମରେ ବରୀ ଶିକ୍ଷା ଅଧିକାରିଣିଙ୍କ ପାଖରେ ଅଭିଯୋଗ କରିଥିଲେ। କିନ୍ତୁ ଶିକ୍ଷା ଅଧିକାରିଣୀ ଏହାର ଉପଯୁକ୍ତ ତଦନ୍ତ ନକରି ତରଭରିଆ ଭାବେ ପ୍ରଧାନ ଶିକ୍ଷକ ଙ୍କୁ ନିଲମ୍ବନ କରିଥିଲେ। ଯାହାକୁ ବିରୋଧ କରି ଆଜି ଦିନ ତମାମ ଛାତ୍ର ଛାତ୍ରୀ ମାନେ  ଧାରଣା ରେ ବସିରହି ଥିଲେ।ଏ ପଟେ ଛାତ୍ର ଛାତ୍ରୀ ମାନେ ଧାରଣା ରେ ବସିଥିଲେ ମଧ୍ୟ ବରୀ ଶିକ୍ଷା ବିଭାଗ ର କୌଣସି ଅଧିକାରୀ ସେମାନଙ୍କ ପାଖରେ ପହଂଚି ନଥିଲେ। ଯାହା ଫଳରେ ଅଭିଭାବକ ମାନେ ଅସନ୍ତୋଷ ପ୍ରକାଶ କରିଥିଲେ।ପାଚିକା ମାନେ ଦୀର୍ଘଦିନ ହେବ ପିଲାମାନଙ୍କୁ ଖରାପ ଖାଦ୍ୟ  ଦେଉଥିଲେ ଯେଉଁଥିପାଇଁ  ପ୍ରଧାନ ଶିକ୍ଷକ ହସ୍ତକ୍ଷେପ କରିବାରୁ ଆକ୍ରୋଶ ମୂଳକ ଭାବେ ପ୍ରଧାନଶିକ୍ଷକ ଙ୍କୁ ହଇରାଣ କରାଯାଉଅଛି  ବୋଲି ବିଦ୍ୟାଳୟ ପରିଚାଳନା କମିଟି, ଗ୍ରାମବାସୀ ଓ ସ୍ଥାନିଅ ସରପଞ୍ଚ ପ୍ରଭୁତି ପ୍ରଧାନଶିକ୍ଷକ ଙ୍କ ସପକ୍ଷରେ ବାହାରି ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲାପାଳ ଙ୍କୁ ଦାବୀପତ୍ର ପ୍ରଦାନ କରିଛନ୍ତି  । ସେମାନେ ପ୍ରଧାନ ଶିକ୍ଷକ ଙ୍କ ନିଲମ୍ବନ ଘଟଣାକୁ ନିନ୍ଦା କରିବା ସହିତ ଜଦି ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ପ୍ରତ୍ୟାହାର କରି ପୁନଃ ନିଯୁକ୍ତି କରା ନଯାଏ ତା ହେଲେ ସେମାନେ  ବିଦ୍ୟାଳୟ କୁ ତାଲା ପକାଇବେ ବୋଲି ଚେତାବନୀ ଦେଇଛନ୍ତି। 
ଏ ବିଷୟରେ ବରୀ ବ୍ଲକ ଶିକ୍ଷା ଅଧିକାରିଣୀ ଙ୍କ ପତିକ୍ରିୟା ନେବାକୁ ଚେଷ୍ଟା କରିଥିଲେ ମଧ୍ୟ ସେ ଫୋନ ଉଠାଇ ନଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା