-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*

23-Sep-2026



କଟକ,୨୨/୯/୨୦୨୬ - (ତପନ ମହାନ୍ତି)ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର (land right) ଦେବା, ବିନା ଥଇଥାନରେ ଲଗାତାର ଚାଲିଥିବା ବସ୍ତି ଉଚ୍ଛେଦ ବନ୍ଦ କରିବା, ଜୀବିକା ସୁରକ୍ଷାର ଆବଶ୍ୟକତା ପାଇଁ କର୍ମସ୍ଥଳ ନିକଟରେ ଥଇଥାନ କରିବା, ସମ୍ବିଧାନ ଓ ଆଇନ ଅନୁସାରେ ବସ୍ତି ଗୁଡିକୁ ଓ ବସ୍ତି ବାସିନ୍ଦାଙ୍କୁ ମଣିଷ ରହିବା ଯୋଗ୍ୟ ପରିବେଶ ଯୋଗାଇ ଦେବା, କଟକ ମହାନଗରର ବସ୍ତି ଓ ବସ୍ତି ବାସିନ୍ଦାଙ୍କ ପୂର୍ଣ୍ଣ ତାଲିକା ସାର୍ବଜନୀନ କରିବା ଦାବିରେ  ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ ବସ୍ତି ବାସିନ୍ଦାଙ୍କ ଏକ ବିଶାଳ ଶୋଭାଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପାଞ୍ଚ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ଜିଲାପାଳଙ୍କ ଜରିଆରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିଆ ଯାଇଥିଲା। ବିକ୍ଷୋଭ ସ୍ଥଳରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ଆବାହକ ଖଗେଶ୍ୱର ସେଠୀଙ୍କ ପରିଚାଳନାରେ ଓ ବସ୍ତି ବାସିନ୍ଦାଙ୍କ ଦାବିର ସମର୍ଥନରେ ବିଶ୍ୱାବସୁ ଦାସ, ରାଜକିଶୋର ମଲ୍ଲିକ, ବସନ୍ତ ନାୟକ ପ୍ରମୁଖ ବକ୍ତବ୍ୟ ଦେଇଥିଲେ। ବସ୍ତି ନେତା ଦୀପକ ଦାସ, ସ୍ୱାଧୀନ ବେହେରା, ସୁକାନ୍ତ ନାୟକ, ନୟନା ନାୟକ, ସିପ୍ରା ମହାନ୍ତି, ଗଙ୍ଗାଧର ଦଳାଇ, ସୁଜାତା ମହାପାତ୍ର, ବିଚିତ୍ର ପାତ୍ର, ଶିବ ବେହେରା,ସୁରେନ୍ଦ୍ର ନାଥ ମୁର୍ମୁ, ଚାନ୍ଦୁ ହେମ୍ବ୍ରମ, ଜିତୁ ମାରାଣ୍ଡି, ବାପି ମୁର୍ମୁ, ରେଣୁବାଳା ଦାସ, ଗୀତା ଦେବୀ ଶାହା, ସରସ୍ୱତୀ ସୂତାର, ଜ୍ୟୋତ୍ସ୍ନା ପାଲ, ଶାନ୍ତିଲତା ପ୍ରଧାନ, ଧରଣୀଧର ମହାରଣା, ପ୍ରଦୀପ ସେନାପତି ମହେନ୍ଦ୍ର ପରିଡ଼ା, ରୀନା ମଲ୍ଲିକ, ଧନୀ ସାହୁ, ରିତା ଦଳାଇ କାହ୍ନୁ ଚରଣ ଦାଶ, ସୁଦର୍ଶନ ବାରିକ, ଦୀନବନ୍ଧୁ ନାୟକ ସସ୍ମିତା ଦାସ ପ୍ରମୁଖ ବିକ୍ଷୋଭର ନେତୃତ୍ୱ ନେଇଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ନିର୍ବାଚନ ପ୍ରତିଶୃତିରେ ବିଜେପି କହିଥିଲା ଆମେ ସରକାର କଲେ ସମସ୍ତ ବସ୍ତି ବାସିନ୍ଦାଙ୍କୁ ପଟା ଦେବୁ।  ନିର୍ବାଚିତ ହୋଇ ପାଖାପାଖି ଅଢ଼େଇ ବର୍ଷ ଶାସନ କଲେଣି। ଦୁଃଖର ବିଷୟ ପଟା ଦେବା ତ ଦୂରର କଥା ଗୋଟିଏ ପରେ ଗୋଟିଏ ବସ୍ତି କୁ ଉଛେଦ କରି ଚାଲିଛନ୍ତି। ଏହି ଅମାନବୀୟ କାର୍ଯ୍ୟରୁ ନିବୃତ ରହି ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ ଦାବି ରଖାଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like