-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

ଟ୍ରେନରୁ ଖସି ପଡ଼ି ଯୁବକ ମୃତ

23-Sep-2026



ବରପାଲି (ସୁଦାମ ଦୀପ) ସମ୍ବଲପୁରରୁ ଭୁବନେଶ୍ୱର ଯାତ୍ରା କରୁଥିବା ଜଣେ ଯାତ୍ରୀ ସଦାଶିବପୁର ରେଳ ଷ୍ଟେସନ ନିକଟରେ ଚଳନ୍ତା ଟ୍ରେନରୁ ଖସି ପଡ଼ି ମୃତ୍ୟୁ ବରଣ କରିଥିବା ଜଣାପଡିଛି l ମୃତ ଜଣକ ହେଲେ ବରଗଡ ଜିଲ୍ଲା ବିଜେପୁର ବ୍ଲକ ଜାରିଂ ଗ୍ରାମର ଯୁବରାଜ ବନଛୋର ପୁଅ  ଶ୍ୟାମ ବନଛୋର ବୋଲି ଚିହ୍ନଟ ହୋଇଛି l ସେ କୌଣସି କାରଣରୁ ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ଟ୍ରେନରେ ଯାତ୍ରା କରୁଥିଲେ l ସଦାଶିବପୁର ରେଳ ଷ୍ଟେସନ ନିକଟରେ କୌଣସି କାରଣରୁ ଖସିପଡ଼ି ଥିଲେ l ଖବର ପାଇ ତାଳଚେର ଜିଆରପି ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଢେଙ୍କାନାଲ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ l ସେଠାରେ ବ୍ୟବଚ୍ଛେଦ କରାଯାଇଥିଲା l ଏ ବିଷୟରେ ଖବର ପାଇଲା ମାତ୍ରେ ବିଜେପୁର ବିଧାୟକ ସନତ କୁମାର ଗଡତିଆଙ୍କ ହସ୍ତ ହସ୍ତକ୍ଷପରେ ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହାୟତାରେ ଜିଲ୍ଲା ପରିଷଦ ସଭ୍ୟ ଶୁଶାନ୍ତ ଗଡତିଆ ଯାଇ ମୃତ ଦେହ ନିଜ ଗ୍ରାମ ଜାରିଙ୍ଗ ଗ୍ରାମକୁ ଆଣିଥିଲେ l ମୃତ ଦେହ ଗ୍ରାମରେ ପହଞ୍ଚିବା ପରେ ଗ୍ରାମରେ ଶୋକର ପରିବେଶ ଦେଖାଯାଇଥିଲା l ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳଯାଇଛି l ଘଟଣାର ତଦନ୍ତ ଜିଆର୍ପି ପକ୍ଷରୁ ଜାରି ରହିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like