-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ବ୍ରାହ୍ମଣ ମହାସଭା

23-Sep-2026



 ଆଜି ୨୩-୯-୨୦୨୬ ସକାଳ ୮ଘ ସମୟରେ ଶ୍ରୀ ଶ୍ରୀନୃସିଂହ ମନ୍ଦିର ବଲାଙ୍ଗିର ପ୍ରାଙ୍ଗଣରେ ଜିଲ୍ଲା ବ୍ରାହ୍ମଣ  ମହାସଭା  ବଲାଙ୍ଗିରଙ୍କ ଦ୍ବାରା  ଭଗବାନ ବାମନଙ୍କ ଜନ୍ମୋତ୍ସବ  ମହାସମାରୋହରେ ପାଳିତ ହେଇଯାଇଛି। 

  ପ୍ରାୟ ୩୫/ ୪୦ ଜଣ ସଦସ୍ଯ ସଦସ୍ଯାଙ୍କ ଉପସ୍ଥିତିରେ ଶ୍ରୀମତୀ ଏବଂ ଶ୍ରୀ ଜୟ ବିହାରୀ ବେଦବାକଙ୍କ କର୍ତ୍ତାକର୍ତ୍ତ୍ରୀତ୍ବରେ, ପଣ୍ଡିତ ଲକ୍ଷ୍ମୀପ୍ରସାଦ ଚାନ୍ଦ  ଏବଂ ବ୍ରହ୍ମଶ୍ରୀ

ଗିରିଧାରୀ ଶତପଥୀଙ୍କ ପୂଜାକାର୍ଯ୍ଯ ସମାହିତ  ଏହି ଜନ୍ମୋତ୍ସବରେ  ମହାସଭାର ସଂପାଦକ ଶ୍ଯାମ ସୁନ୍ଦର ଦାଶ,  ଶ୍ରୀମଦ୍ଭାଗବତ ମହାପୁରାଣ ଅଷ୍ଟମ ସ୍କନ୍ଧ ଅଷ୍ଟାଦଶ ଅଧ୍ଯାୟ ବାମନ ଜନ୍ମ ଉପାଖ୍ୟାନ ପଠନ କରିଥିବା ବେଳେ ବରିଷ୍ଠ ଉପଦେଷ୍ଟା ଅଧ୍ଯାପକ  ସତ୍ଯବନ୍ତ ବେଦବାକ, ଗୋପବନ୍ଧୁ ପୁରୋହିତ, ଉପସଭାପତି ବିଶ୍ବନାଥ ମିଶ୍ର, କୋଷାଧ୍ୟକ୍ଷ  ପଞ୍ଚାନନ ବେଦବାକ୍ , EC ସଭ୍ଯ କବିରାଜ ହୋତା, ଏଡଭୋକେଟ ଅଶୋକ ମିଶ୍ର, ଜଗନ୍ନାଥ ଷଡଙ୍ଗୀ ,
ସରୋଜ କୁମାର ବେହେରା,ଶ୍ରୀମତୀ ଗୀତାଞ୍ଜଳି ବେହେରା,

ଗୋବିନ୍ଦଚନ୍ଦ୍ର ମିଶ୍ର, ରମେଶଚନ୍ଦ୍ର ନାଥ, ପୁରୁଷୋତ୍ତମ ପଣ୍ଡା, 
ଡଃ ଗୋପାଳକୃଷ୍ଣ ମିଶ୍ର,  ବିରଞ୍ଚିନାରାୟଣ ତ୍ରିପାଠୀ,
ଗୋବର୍ଦ୍ଧନ ଶତପଥୀ, ଶ୍ରୀମତୀ ସାଧନା ପଣ୍ଡା, ଶ୍ରୀମତୀ ଲଳିତା ଦାଶ, ଯୁଧିଷ୍ଠିର ପଣ୍ଡା ,ପ୍ରଦୀପ ଖମାରୀ, ଆଶୁତୋଷ ମିଶ୍ର, ରାମଶଂକର ସତପଥୀ,ରାଜକିଶୋର ଦାଶ ,ରାଜକିଶୋର ପଣ୍ଡା ପ୍ରମୁଖ ଅନେକ ସଦସ୍ଯ ଭାଗବତ ପଠନରେ ଯୋଗଦାନ କରିଥିଲେ। ପରିଶେଷରେ କର୍ତ୍ତାକର୍ତ୍ତ୍ରୀଙ୍କଦ୍ବାରା ଘୃତାହୂତି   ଯଜ୍ଞ ସମ୍ପନ୍ନ ହେବାସହ ସମବେତ ଆରତୀ ପୁଷ୍ପାଞ୍ଜଳି ଅର୍ପଣ ପୂର୍ବକ ଉତ୍ସବ ସମାପନ ହେଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like