-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍

23-Sep-2026



ନୂଆପଡ଼ା,  (ଡୋଲେଶ୍ବର ବାଗ): ନିଜର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ ଓ ନିରନ୍ତର ଅଭ୍ୟାସ ବଳରେ ଆଉ ଏକ ନୂଆ ସଫଳତା ହାସଲ କରିଛନ୍ତି ନୂଆପଡ଼ା ଜିଲ୍ଲାର ଗର୍ବ ସଚିନ ବେହେରା। ୫ କେଜି ଓଜନର ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାତ୍ର ଏକ ମିନିଟ୍‌ରେ ୮୮ ଥର ଫୁଲ୍ କଣ୍ଟାକ୍ଟ ନି-ଷ୍ଟ୍ରାଇକ୍ କରି ସେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ନିଜ ନାମ ସ୍ଥାନିତ କରିଛନ୍ତି। ଏହି ସଫଳତା ତାଙ୍କ ପାଇଁ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିଛି।
ଗତ ସେପ୍ଟେମ୍ବର ୧୦ ତାରିଖରେ ଭୁବନେଶ୍ୱରସ୍ଥିତ ଓଭରଅଲ୍ ସ୍ପୋର୍ଟସ୍ ଏକାଡେମୀରେ ସଚିନ ଏହି ରେକର୍ଡ ପ୍ରୟାସ କରିଥିଲେ। ପରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ଏହାକୁ ଅଫିସିଆଲ୍ ଭାବେ ସ୍ୱୀକୃତି ପ୍ରଦାନ କରାଯାଇଛି।ଲର୍କା ଗାଁରୁ ରେକର୍ଡ ବୁକ୍‌କୁ ସଚିନ, ନୂଆପଡ଼ା ପାଇଁ ଆଣିଲେ ଗୌରବ 
ସଚିନ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍‌ ଅନ୍ତର୍ଗତ ଲର୍କା ଗ୍ରାମର ଲକ୍ଷ୍ମୀପ୍ରସାଦ ବେହେରା ଓ ଆରତୀ ବେହେରାଙ୍କ ସୁପୁତ୍ର। ସେ ଜିଲ୍ଲାର ପ୍ରଥମ ଗିନିଜ୍ ୱାଲ୍ଡ ରେକର୍ଡଧାରୀ ଭାବେ ପରିଚିତ। ଏହା ପୂର୍ବରୁ ୨୦୧୯ ମସିହାରେ ଏକ ମିନିଟ୍‌ରେ ୧୩୭ଟି ନି-ଷ୍ଟ୍ରାଇକ୍ କରି ସେ ପ୍ରଥମ ଗିନିଜ୍ ୱାଲ୍ଡ ରେକର୍ଡ ହାସଲ କରିଥିଲେ। ପରବର୍ତ୍ତୀ ସମୟରେ ମଧ୍ୟ ସେ ଆଉ ଏକ ବିଶ୍ୱ ରେକର୍ଡ କରି ନିଜ ପ୍ରତିଭାର ପରିଚୟ ଦେଇଥିଲେ।
ଶିକ୍ଷା କ୍ଷେତ୍ରରେ ମଧ୍ୟ ସଚିନ ନିଜର ଉତ୍କର୍ଷତା ବଜାୟ ରଖିଛନ୍ତି। ସେ ଭୁବନେଶ୍ୱରର ଏକ ଘରୋଇ କଲେଜ ଓ ହସ୍ପିଟାଲ୍‌ରୁ ଫିଜିଓଥେରାପିରେ ସ୍ନାତକ ହାସଲ କରିଥିବାବେଳେ ବର୍ତ୍ତମାନ ଅର୍ଥୋପେଡିକ୍ ବିଭାଗରେ ସ୍ନାତକୋତ୍ତର ଅଧ୍ୟୟନ କରୁଛନ୍ତି।
ଏହି ରେକର୍ଡ ପ୍ରୟାସ ସମୟରେ ଏକ୍ସପର୍ଟ ୱିଟନେସ୍ ଭାବେ ସୌମ୍ୟରଞ୍ଜନ ଦାସ, କିକ୍ ପ୍ୟାଡ୍ ହୋଲ୍ଡର ଭାବେ କୃପାସିନ୍ଧୁ ବାରିକ ଏବଂ ଟାଇମ୍ କିପର୍ ଭାବେ ସନ୍ଦୀପ ପଟ୍ଟନାୟକ ଅଫିସିଆଲ୍ ଭାବେ ଉପସ୍ଥିତ ଥିଲେ।
ସଚିନଙ୍କ ଏହି ସଫଳତା ନୂଆପଡ଼ା ଜିଲ୍ଲା ସମେତ ସମଗ୍ର ଓଡ଼ିଶା ପାଇଁ ଗୌରବର ବିଷୟ। ତାଙ୍କର ଏହି ଉପଲବ୍ଧି ଯୁବପିଢ଼ିଙ୍କୁ କ୍ରୀଡ଼ା ଓ ଆତ୍ମବିଶ୍ୱାସର ମାର୍ଗରେ ଆଗେଇବାକୁ ପ୍ରେରଣା ଯୋଗାଇବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like