-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-

24-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ରେ  ୬୫ ତମ ସାହାଣୀ କପ୍ ଫୁଟବଲ୍ ଲିଗ୍ ୨୦୨୬/୨୭  ସ୍ଥାନୀୟ ଗାନ୍ଧୀ ଷ୍ଟାଡିଅମ୍ ଠାରେ ଉଦଘାଟିତ  ହୋଇଯାଇଛି l ଓଡ଼ିଶା ଫୁଟବଲ ଏସୋ ସିଏସନ୍, କ୍ରୀଡା ଯୁବ ବ୍ୟାପାର ଓଡ଼ିଶା ସରକାର ଓ ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡା ସଂଘ ର ମିଳିତ ସହଯୋଗ ରେ  ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ ଓ ନିମନ୍ତ୍ରିତ ଅତିଥି ଭାବେ ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ଵିଶିଷ୍ଟ ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଗୋବିନ୍ଦ ମହାରଣା, ଭେଟରାନ ଫୁଟବଲର ଗୋରେଖ ନାଥ ସାହୁ, ଆଇନ ଜୀବୀ ପ୍ରଦୀପ ପୁରୋହିତ,  ନନ୍ଦ କିଶୋର ତ୍ରିପାଠୀ  ଯୋଗ ଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ l ଆଜି ଖୋର୍ଦ୍ଧା ଦଳ ଓ ନୟାଗଡ଼ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ପ୍ରଥମ ମ୍ୟାଚ୍ ରେ ଖେଳ ର ଖୋର୍ଦ୍ଧା ଦଳ  ର ଜର୍ସି ନମ୍ବର ୧୦  ଅସୀମ ଦୁମ୍ ଦୂମା ୬୭ ମିନିଟ୍ ରେ ପ୍ରଥମ ଗୋଲ୍ ସ୍କୋର କରିଥିଲେ l ସେହିପରି ୭୨ ମିନିଟ୍ ରେ ଖୋର୍ଦ୍ଧା ଦଳ ର ୭ ନମ୍ବର ଜର୍ସି ଚନ୍ଦନ ନାୟକ ଦ୍ୱିତୀୟ ଗୋଲ୍ ସ୍କୋର କରି ୨-୦ ରେ ଦଳ କୁ ଵିଜୟୀ କରିଥିଲେ l

ପ୍ରଥମ ମ୍ୟାଚ୍ ରେ ଅସୀମ ଦୁମ୍ ଦୁମା ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା l   ନେସନାଲ ରେଫେରି ଅରୁଣ କୁମାର ନାୟକ, ଫାଓ ରେଫରି ଧନେଶ୍ୱର ସର୍ଦ୍ଦାର, ଅଶ୍ୱିନୀ କୁମାର ସାହୁ, ଅନିଲ ଭୋଇ ଓ ମ୍ୟାଚ୍ କମିସନର ଭାବେ ନବୀନ କୁମାର୍ ନାୟକ ପ୍ରଥମ ଖେଳ କୁ ପରିଚାଳନା କରିଥିଲେ l ସେହିପରି ଆଜିର ଦ୍ୱିତୀୟ ମ୍ୟାଚ ଗଞ୍ଜାମ ଦଳ ଓ ପୁରୀ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ଗଞ୍ଜାମ ଦଳ ର ଜର୍ସି ନମ୍ବର ୭ ରାଜେଶ ବେହେରା ୬୫ ମିନିଟ୍ ରେ ପ୍ରଥମ ସ୍କୋର କରି ଦଳ କୁ ଵିଜୟୀ କରି ମ୍ୟନ ଅଫ୍ ଦି ମ୍ୟାଚ୍ ପୁରସ୍କାର ପାଇ ଥିଲେ l ଦ୍ୱିତୀୟ ମ୍ୟାଚ କୁ ନେସନାଲ ରେଫରି ଜିତେନ୍ଦ୍ର ଥନାପତି, ଫାଓ ରେଫରି ଦେବାଶିଷ ବାଗ, ସୁମିତ କୁମାର ବେହେରା , ଅନିଲ ଭୋଇ ଓ ମ୍ୟାଚ କମିସନର ଭାବେ ନବୀନ କୁମାର ନାୟକ ପରିଚାଳନା କରିଥିଲେ l ଆଜି ଦ୍ୱିତୀୟ ମ୍ୟାଚ ଆରମ୍ଭ ପୂର୍ବରୁ ଚାରି ଗୋଟି ଟିମ୍ ର ଖେଳାଳି, ଅଫିସିଆଲ୍ ଓ ଅତିଥି ମାନଂକୁ ଆଦିବାସୀ ନାଚ ଗୀତ ସହ ବିଜୁ ପଟ୍ଟନାୟକ ଯୁକ୍ତ ଦୁଇ ମହିଳା କଲେଜ୍ ଛାତ୍ରୀ ଓ ଯଶୋଦା ଦେବୀ ନର୍ସିଂ ସ୍କୁଲ୍ ର ଛାତ୍ରୀ ଦ୍ୱାରା ପୁଷ୍ପ ବିଞ୍ଚି ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରା ଯାଇଥିଲା l   ଅଧ୍ୟାପକ ମଦନ ସୁନ୍ଦର ଖେତି ଓ କ୍ରୀଡା ସଂଘ ସଦସ୍ୟ ମନୋରଞ୍ଜନ ତ୍ରିପାଠୀ ଉଦଘାଟନୀ ଉତ୍ସବ ସଭା ପରି ଚାଳନା କରିଥିଲେ l ବିକାଶ ପଣ୍ଡା ଧନ୍ଯବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like