-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

24-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ଚଳିତ ବର୍ଷ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୁଲ୍ୟରେ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇ ଯାଇଅଛି।ଏହି ସମାରୋହରେ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ବିଭୂତି ଭୂଷଣ ମଲିକ ସଭାପତିତ୍ୱ କରିଥୂବା ବେଳେ ବିଭାଗୀୟ ମୁଖ୍ୟ ଡ.ସୁଶାନ୍ତ କୁମାର ପଣ୍ଡା  ସ୍ୱାଗତ  ଭାଷଣ ସହ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ।

ଏହି ସମାରୋହରେ ଡ଼ ସଞ୍ଜୟ କୁମାର ମିଶ୍ର ମୁଖ୍ୟ ବକ୍ତା,ସମ୍ମାନିତ ଅତିଥି ଡ଼.ଗୋବର୍ଦ୍ଧନ ନାୟକ ଯୋଗଦାନ କରିଥିଲେ।କାର୍ଯ୍ୟକ୍ରମ ର ଆରମ୍ଭରେ ଓଡ଼ିଆ ବିଭାଗର ଗବେଷକ ଶୁଭ୍ରାଂଶୁ ବେହେରା ଆବାହକ ଭାବେ ଅତିଥିମାନଙ୍କୁ ମଞ୍ଚକୁ ଆମନ୍ତ୍ରିତ କରିବା ସହ ସଭା କାର୍ଯ୍ୟ ସୁପରିଚାଳନା କରିଥିଲେ।

ବିଭାଗୀୟ ଛାତ୍ରଛାତ୍ରୀମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ମନ୍ତ୍ର ଉଚ୍ଚାରଣ କରିବା ସହ ଗଙ୍ଗାଧର ମେହେରଙ୍କ 'ବିଶ୍ବ ଦେଖ ମଧୁମୟରେ ଜୀବନ' ସଙ୍ଗୀତ ଗାନ କରି ସଭାର ସୌନ୍ଦର୍ଯ୍ୟ ବୃଦ୍ଧି କରିଥିଲେ।

ବିଶ୍ବବିଦ୍ୟାଳୟ କୁଳପତି ସଭାପତିତ୍ବ ଅଭିଭାଷଣରେ କବି ଗଙ୍ଗାଧର ମେହେରଙ୍କ ସାହିତ୍ୟ ତଥା ଜୀବନ ଦର୍ଶନର ଗଭୀର ଭାବମର୍ମକୁ ଅତି ସୁନ୍ଦର ରୂପେ ଆଲୋକପାତ କରିବା ସହିତ ସାହିତ୍ୟକୁ ନେଇ ମଣିଷ ସମ୍ପର୍କର ମୂଲ୍ୟବୋଧକୁ ଅତି ନିଖୁଣ ଭାବେ ଦର୍ଶାଇଥିଲେ ।

ସମ୍ମାନିତ ଅତିଥି ଡ଼ ଗୋବର୍ଦ୍ଧନ ନାୟକ କବି ମେହେରଙ୍କ ସିଦ୍ଧାନ୍ତମୂଳକ ସୂକ୍ଷ୍ମ ଚେତନା ସାହିତ୍ୟରେ କିପରି ପ୍ରତିଫଳିତ ହୋଇଛି ତାହା ବିସ୍ତୃତ ଭାବେ ଉପସ୍ଥାପନ କରିଥିଲେ ।

ମୁଖ୍ୟବକ୍ତା ଡ଼ ସଞ୍ଜୟ କୁମାର ମିଶ୍ର ସ୍ୱଭାବ କବିଙ୍କ ମାଟି,ଭାଷା ଓ ଓଡ଼ିଆ ଜାତିର ଅସ୍ମିତା ପ୍ରତି ଥିବା ମମତ୍ଵକୁ ପ୍ରତିପାଦନ କରିଥଲେ ।

ସଭା ଶେଷରେ ବିଭାଗର ଅତିଥି ଅଧ୍ୟାପକ ଡ଼ ରୋହିତ ମଲିକ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ସଭାରେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଡ ପ୍ରତାପ କୁମାର ଦାଶ,ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ଅତିଥି ଅଧ୍ୟାପକ ଅବକାଶ ପଟେଲ,ହରି ସୁନା, ଅଧ୍ୟାପିକା ସୁନୟନା ବେହେରା,ମମତା ପୋଢ,ସସ୍ମିତା ପାତ୍ର  ସମେତ ବିଭାଗୀୟ  ଗବେଷକ,ଛାତ୍ରଛାତ୍ରୀଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like