-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -

24-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ରେ  ୬୫ ତମ ସାହାଣୀ କପ୍ ଫୁଟବଲ୍ ଲିଗ୍ ର ଦ୍ୱିତୀୟ ଦିବସ ର ପ୍ରଥମ ମ୍ୟାଚ୍ ସୁବର୍ଣ୍ଣପୁର  ଓ ବରଗଡ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଆଜି ର ଏହି ଖେଳ କୁ ମୁଖ୍ୟ ଅତିଥି ଭାବରେ ସୁବଭାରପ୍ରାପ୍ତ ଜିଲ୍ଲାପାଳ  ଶ୍ରୀ ରାଜେନ୍ଦ୍ର ମାଝୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର ଯୋଗ ଦେଇ ଖେଳାଳି ଙ୍କୁ ଉତ୍ସାହିତ  କରି ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ l l ଖେଳ ର ୨୦ ମିନିଟ୍ ରେ ଜର୍ଶି ନମ୍ୱର୍ ୧୮ ବରଗଡ ର ଅମନ୍  ବରିହା ପ୍ରଥମ  ଗୋଲ ସ୍କୋର କରି ମ୍ୟାନ ଅଫ ଦି ମ୍ୟାଚ ଭାବେ ପୁରସ୍କୃତ ହୋଇଥିଲେ l ୩୦  ମିନିଟ୍ ରେ ୭ ନମ୍ୱର୍ ଜର୍ସି  ବିଜନ ବରିହା ଦ୍ୱିତୀୟ ଗୋଲ ସ୍କୋର କରିଥିଲେ l ୪୯ ମିନିଟ୍ ରେପୁଣି ଥରେ ୧୮ ନମ୍ବର୍ ଜର୍ସି ଅମନ ବରିହା ତୃତୀୟ ଗୋଲ ସ୍କୋର କରି ଥିବା ବେଳେ ମ୍ୟାଚ୍ ର ୬୦ ମିନିଟ୍ ରେ ୭ ନମ୍ୱର୍ ଜର୍ସି ବିଜନ ବରିହା ଚତୁର୍ଥ ଗୋଲ ସ୍କୋର କରି ବରଗଡ ଦଳ କୁ ୪-୦ ରେ ବିଜୟୀ କରାଇଥିଲେ l ଆଜିର ଏହି ଖେଳ କୁ ମୁଖ୍ୟ ରେଫରି ଭାବେ ଫାଓ ର ଅରୁଣ କୁମାର ନାଏକ, ରତ୍ନା କର ସୋରେନ, ଅଶ୍ୱିନୀ ସାହୁ, ଧନେଶ୍ୱର ସର୍ଦ୍ଦାର ଓ ସୁବର୍ଣ୍ଣପୁର ଜୋନ୍ ର ମ୍ୟାଚ କମିସନର ଭାବେ ନବୀନ ନାୟକ ଖେଳ ପରିଚାଳନା କରିଥିଲେ l  ସେହିପରି ଆଜିର ଦ୍ବିତୀୟ ମ୍ୟାଚ୍ ଯାଜପୁର ଦଳ ଓ ବୌଦ୍ଧ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏହି ମ୍ୟାଚ କୁ ମୁଖ୍ୟ ରେଫରୀ ଭାବେ ଦେବାଶିସ ବାଗ , ଅନିଲ କୁମାର ଭୋଇ, ଧନେଶ୍ୱର୍ ସର୍ଦ୍ଦାର, ସୁମିତ୍ ମହାଲିଂ ଓ ମ୍ୟାଚ କମିଶନର ଭାବରେ ନବୀନ ନାୟକ ପରିଚାଳନା କରିଥିଲେ l ଉଭୟ ଦଳ ର ୧-୧ ଗୋଲ ସ୍କୋର ହୋଇ ଖେଳ ବରାବର ହୋଇ ଉଭୟ ଦଳ ୧-୧ ପଏଣ୍ଟ ପାଇଛନ୍ତି l ଯାଜ୍ ପୁର ଦଳ ର ଜର୍ସି ନମ୍ବର ୧୯ ଭଞ୍ଜ ନଗର ହାଁସଦା ୨୨ ମିନିଟ୍ ରେ ଓ ବୌଦ୍ଧ ଦଳ ର ୧୪ ନମ୍ବର ଜର୍ସି ସୁବ୍ରତ କୁମାର ନାୟକ ୪୮ ମିନିଟ୍ ରେ ଗୋଲ ସ୍କୋର କରିଥିଲେ l ଓଡ଼ିଶା ଫୁଟବଲ ଏସୋ ସିଏସନ୍, କ୍ରୀଡା ଯୁବ ବ୍ୟାପାର ବିଭାଗ  ଓଡ଼ିଶା ସରକାର ଙ୍କ ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ମ୍ୟାଚ୍ ଉଦଘାଟନୀ ଓ ପୁରଷ୍କାର ବିତରଣୀ ସଭା କୁ  ଅଧ୍ୟାପକ ମଦନ ସୁନ୍ଦର ଖେତି ଓ କ୍ରୀଡା ସଂଘ ସଦସ୍ୟ ମନୋରଞ୍ଜନ ତ୍ରିପାଠି , ସଞ୍ଜୟ ସାହୁ ପରି ଚାଳନା କରିଥିବା ବେଳେ କ୍ରୀଡ଼ା ସଂଘ ସଦସ୍ୟ ଦିଗାମ୍ବର ଶତପଥୀ ଧନ୍ଯବାଦ ଅର୍ପଣ କରିଥିଲେ l   ଆୟୋଜକ କମିଟିର ପୀୟୂଷ ପଣ୍ତା, ଭୁକୁଲୁ ବକ୍ସି, ବିକାଶ ପଣ୍ତା, ସଂତୋଷ ପାଢ଼ୀ, ବିକାଶ ପାଢ଼ୀ, ସୁଭାଷ ବିଶ୍ଵାଳ, ରିପୁନ ନାଏକ , ରାଜୀବ ସାହୁ, ରାଜୀବ ସାହୁ, ଅନିଲ ସାହୁ, , ରାଜୀବ ପଟ୍ଟନାୟକ, ବିକାଶ ପାଢୀ, ଦୁମନ୍ ମିଶ୍ର, ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like