-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ

25-Sep-2026



ବଲାଙ୍ଗିର(ପ୍ରେରଣା ଖବର) ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରଠାରେ ଆଜି ଏଡ୍‌ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଏଚଆଇଭି/ଏଡ୍‌ସ ବିଭାଗର ବରିଷ୍ଠ ଅଧିକାରୀ ଶ୍ରୀ ହେମନ୍ତ କୁମାର ଦାସ ଯୋଗ ଦେଇ ଏଡ୍‌ସ ସଂକ୍ରମଣର କାରଣ, ଲକ୍ଷଣ, ପ୍ରତିରୋଧ ଉପାୟ ଏବଂ ସମାଜରେ ରହିଥିବା ଭ୍ରାନ୍ତ ଧାରଣା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ

ସହକାରୀ ପ୍ରଫେସର ଡ. କୌତୁକ ପନ୍ଦର। ଏହି ଅବସରରେ ଅର୍ଥନୀତି ବିଭାଗମୁଖ୍ୟ ସହକାରୀ ପ୍ରଫେସର ଲେଫ୍ଟନାଣ୍ଟ କୁଶ କହଁର, ଇତିହାସ ବିଭାଗମୁଖ୍ୟ ଡ. ରମଣୀ ନାଏକ ଏବଂ ଶିକ୍ଷା ବିଭାଗମୁଖ୍ୟ ମଧୁସ୍ମିତା ମିଶ୍ର ଉପସ୍ଥିତ ରହି ନିଜ ନିଜ ବାର୍ତ୍ତା ପ୍ରଦାନ କରିଥିଲେ।ଏଡ୍‌ସ ସଚେତନତାକୁ ନେଇ ମହାବିଦ୍ୟାଳୟ ପକ୍ଷରୁ ପ୍ରବନ୍ଧ, ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଜୟୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ଓଡ଼ିଆ ବିଭାଗର ସ୍ନାତକ ପ୍ରଥମବର୍ଷର ଛାତ୍ର

ରଶ୍ମିରଞ୍ଜନ ଛତ୍ରିଆ, ଦ୍ୱିତୀୟ ସ୍ଥାନରେ ଶିକ୍ଷାବିଭାଗର ରଞ୍ଜିତ ନାଏକ ଏବଂ ତୃତୀୟ ସ୍ଥାନରେ ବନ୍ଦନା ଦୀପ।କୁଇଜ୍ ପ୍ରତିଯୋଗିତାରେ ଓଡ଼ିଆ ବିଭାଗର ସ୍ନାତକ ପ୍ରଥମ ବର୍ଷର ଛାତ୍ରୀ ବଲ୍ଲଭୀ ବନଚୋର, ଅର୍ଥନୀତି ବିଭାଗର ସୁଶୀଲ ଚୌହାନ ଏବଂ ଇଂରାଜୀ ବିଭାଗର ସୁଶାନ୍ତ କୁମାର ସାହୁ ବିଜୟୀ ହୋଇଥିଲେ।ଚିତ୍ରାଙ୍କନ ପ୍ରତିଯୋଗିତାରେ  ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ ବିଭାଗର ଛାତ୍ର ସାଗର ନାଏକ, ଯୁକ୍ତଦୁଇ କଳାର ଛାତ୍ରୀ ଲିପି ପଟେଲ ଏବଂ ଇଂରାଜୀ ବିଭାଗର ଅମିତ କୁମାର ରଣା ପୁରସ୍କୃତ ହୋଇଥିଲେ।ସଭା ସଞ୍ଚାଳନା କରିଥିଲେ ଅଧ୍ୟାପିକା ସଙ୍ଗୀତା ସାହୁ ଏବଂ ଶେଷରେ ସହକାରୀ ପ୍ରଫେସର ଡ. ଶ୍ରୀକାନ୍ତ କୁମାର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like