-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ

25-Sep-2026



ଟିଟିଲାଗଡ଼(ପ୍ରେରଣା ଖବର): ଶୁକ୍ରବାର  ଦିନ  ଟିଟିଲାଗଡ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପ୍ରଧାନ ଆଚାର୍ଯ୍ୟ ଦାଶରଥି ଘିଭେଲାଙ୍କ ତତ୍ତ୍ଵାବଧାନରେ' ନମାମି ଭାରତ’  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି  ।ଏହି ଅବସରରେ ମୁଖ୍ୟଅତିଥି ଭାବରେ ଡି.ଏ. ଭି. ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଲିଙ୍ଗରାଜ ପାତ୍ର ଯୋଗଦେଇ ଗୁରୁଜୀ ଗୁରୁମା ଏବଂ ଶିଶୁ ଭାଇଭଉଣୀଙ୍କୁ ନମାମି ଭାରତ ଏବଂ ବନ୍ଦେମାତରମ୍  ବିଷୟରେ କହିଥିଲେ । ସେହିପରି ସମ୍ମାନିତ ଅତିଥି ଭାବେ  ସଭାପତି ଶ୍ରୀଯୁକ୍ତ ଆର୍ତ୍ତତ୍ରାଣ ପଣ୍ଡା ଶିଶୁ ମାନଙ୍କୁ  ଭବିଷ୍ୟତରେ ସୁନାରିକ ହେବା ଏବଂ  ଦେଶ ପାଇଁ କାମ କରିବା ବିଷୟରେ କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପରିଚାଳନା ସମିତିର ସମ୍ପାଦକ ଧନଞ୍ଜୟ ବେହେରା ଏବଂ  କୋଷାଧକ୍ଷ ପଞ୍ଚାନନ ତାଣ୍ଡି ଏବଂ ଟିଟିଲାଗଡ଼  ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଟିକେଲାଲ ବେହେରା ମଞ୍ଚାସୀନ  ଥିଲେ ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଦାଶରଥି ଘିଭେଲା  ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ। ଶିଶୁ ଭାଇଭଉଣୀ ଓ ସମସ୍ତ ଗୁରୁଜୀଗୁରୁମା  ଏବଂ ଅଭିଭାବକ ଅଭିଭାବିକା ସହ ପରିଚାଳନା କମିଟିର ସଦସ୍ୟ ମାନଙ୍କ ଉପସ୍ଥିତିରେ  ବନ୍ଦେ ମାତରମ୍ ସଂଗୀତ ଗାନ କରାଯାଇଥିଲା।  ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଅମିତ କୁମାର ତ୍ରିପାଠୀ  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଶେଷରେ  ସମସ୍ତ ଗୁରୁଜୀଗୁରୁମା ସହ  ସ୍ଥାନୀୟ ବିଦ୍ୟାଳୟର  ପରିଚାଳନା ସମିତିର ସଦସ୍ୟ ଏବଂ ସେବକ ସେବିକାଙ୍କ  ସହଯୋଗ କ୍ରମେ ଏହି କାର୍ଯ୍ୟକ୍ରମଟି ସଫଳତା ସହ ସମାପ୍ତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like