-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ

25-Sep-2026



ବଲାଙ୍ଗିର, - ଓଡିଶା ଟି-୨୦ କ୍ରିକେଟ ଲିଗ୍ ୨୦୨୬ ସିଏମ୍ ଟ୍ରଫି ପାଇଁ ବଲାଙ୍ଗିର ଜିଲ୍ଲାର ତିନି ଉଦୀୟମାନ କ୍ରିକେଟ ପ୍ରତିଭା ମନୋନୀତ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । କଣ୍ଟାବାଞ୍ଜି ସହରର ଦିବ୍ୟମ ଛାପଡିଆ, ବଲାଙ୍ଗିର ସହରର ଓମ୍‌କାର ମହାନ୍ତି ଏବଂ ଯୋଗେଶ୍ୱର ବାଗ ଏହି ପ୍ରତିଷ୍ଠିତ ଟି-୨୦ ଲିଗ୍‌ରେ ଭିନ୍ନ ଭିନ୍ନ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବେ । ଓମ୍‌କାର ମହାନ୍ତି ଙ୍କୁ ରାଉରକେଲା ଦଳ

ଏବଂ ଯୋଗେଶ୍ୱର ବାଗଙ୍କୁ କେଉଁଝର ଦଳ ପକ୍ଷରୁ ମୋନୀତ କରାଯାଇଛି । ଦିବ୍ୟମ ଛାପଡିଆ ମଧ୍ୟ ରାଉରକେଲା ଦଳରୁ ନିଜ ପ୍ରତିଭା ପ୍ରଦର୍ଶନ ପାଇଁ ସୁଯୋଗ ପାଇଛନ୍ତି । ବଲାଙ୍ଗିର ମାଟିରୁ ତିନି ଜଣ ଯୁବ କ୍ରିକେଟର ରାଜ୍ୟସ୍ତରୀୟ ଟ-୨୦ ପ୍ରତିଯୋଗିତା ରେ ସ୍ଥାନ ପାଇବା ଜିଲ୍ଲାର କ୍ରୀଡାପ୍ରେମୀଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହ ସୃଷ୍ଟି କରିଛି । ଏହି ଚୟନ

ଜିଲ୍ଲାର ଉଦୀୟମାନ କ୍ରିକେଟ ପ୍ରତିଭାଙ୍କ ପାଇଁ ଏକ ନୂଆ ଆଶା ଓ ପ୍ରେରଣା ସୃଷ୍ଟି କରିଛି । ଏହି ଗୌରବମୟ ସଫଳତା ପାଇଁ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଦିବ୍ୟମ ଛାପଡିଆ, ଓମ୍‌କାର ମହାନ୍ତି ଓ ଯୋଗେଶ୍ୱର ବାଗଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଯାଇଛି । ଆଗାମୀ ଦିନରେ ସେମାନେ ନିଜ ଉତ୍‌କୃଷ୍ଟ ପ୍ରଦର୍ଶନ ମାଧ୍ୟମରେ ବଲାଙ୍ଗିର ତଥା ଓଡିଶା ର ଗୌରବ ବଢାଇବେ ବୋଲି କ୍ରୀଡାପ୍ରେମୀମାନେ ଆଶା ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like