-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ

25-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଓଡ଼ିଶା ସରକାରଙ୍କ ଯୁବ ରେଡ଼କ୍ରସ ବିଭାଗ ଓଡିଶା ଚିଠି ନମ୍ବର -୨୩୩ ବିଜ୍ଞପ୍ତି ଅନୁଯାଇ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ଯୁବ ରେଡକ୍ରସ ବିଭାଗ ରାଜ୍ୟପାଳ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଖବର ଜଣାପଡ଼ିବା ପରେ କଲେଜ ଷ୍ଟାଫ ଓ ସେଚ୍ଛାସେବୀ ମହଲରେ ଖୁସିର ଲହରୀ ଖେଳିଯାଇଛି।ଏଥିପାଇଁ ଆଜି କଲେଜ ପରିସରରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ/ଅଧ୍ୟାପିକା,ଅଧ୍ୟୟନରତ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ ।ସୁବର୍ଣ୍ଣପୁର ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ତଥା ଅର୍ଥନୀତି ବିଭାଗ ଅଧ୍ୟାପକ ବିଶ୍ୱନାଥ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ୟୁନିଟ ବିଭାଗ ୨୦୨୫-୨୬ବର୍ଷ ସକାଶେ ରାଜ୍ୟପାଳ ପୁରସ୍କାର ପାଇଁ ମନୋନୀତ ହୋଇଛି ବୋଲି କହିଥିଲେ । ଏହି ଅପୂର୍ବ ସଫଳତା ପାଇଁ କଲେଜ ଅଧକ୍ଷl ରେଖା ପ୍ରଧାନ ଏବଂ ଯୁବ ରେଡକ୍ରସ ପରାମର୍ଶଦାତା ଧନେଶ୍ୱର ସାହୁଙ୍କୁ ପୁଷ୍ପଗୁଛ ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲା l ଏହି ଅବସରରେ ମୁଖ୍ୟ ଅତିଥି ଯୁବ ରେଡ଼କ୍ରସ ଜିଲ୍ଲା ସଂଯୋଜକ ଶ୍ରୀମିଶ୍ର,ସମ୍ମାନିତ ଅତିଥି ଖେଳ ଶିକ୍ଷକ ନାରାୟଣ ଚୌଧୁରୀ,ଡକ୍ଟର ନୀଳମାଧବ ଛତ୍ର ଯୋଗଦେଇ ଯୁବ ରେଡକ୍ରସ ବିଭାଗରେ ସାମିଲ ସ୍ୱେଚ୍ଛାସେବୀ ମାନଙ୍କ ଦ୍ୱାରା ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ସମ୍ପାଦନା ଯୋଗୁଁ ଆଜି ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟ ରାଜ୍ୟ ସ୍ତରରେ ପୁରସ୍କୃତ ହେବାର ସୌଭାଗ୍ୟ ଅର୍ଜନ କରିଛି ବୋଲି କହିଥିଲେ। ଅନୁଷ୍ଟିତ ଏହି ସମ୍ବର୍ଦ୍ଧନା ସଭାରେ ଅନ୍ୟ ଅନଙ୍କ ମଧ୍ୟରେ ଅଧ୍ୟାପକ ଝଲକ କୁମାର ମିଶ୍ର,ରୋହିତ ଧରୁଆ,ଦେବେଶ ଗଡ଼ନାୟକ,ବିଶ୍ୱମୟ ଗୁରୁ,ଆଶୀର୍ବାଦ ପଧାନ,ଗରିବ ସେଲମା,ମନୋଜ ନାୟକ ଏବଂ କଲେଜର ସମସ୍ତ କର୍ମଚାରୀ ଓ  ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଶେଷରେ ଯୁବ ରେଡକ୍ରସ ପରାମର୍ଶ ଦାତା ଧନେଶ୍ୱର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like