-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ

25-Sep-2026



ବରପାଲି : ୨୫/୯(ସୁଦାମ ଦୀପ) ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ନବାଗତଙ୍କ ପାଇଁ ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି  । ମହାବିଦ୍ୟାଳୟର ଅଧ୍ଯକ୍ଷା ସୁଶ୍ରୀ ଜୟନ୍ତୀ ଦାଶ ଉକ୍ତ ସଭାରେ ମୁଖ୍ଯ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ଯତ କାମନା କରିଥିଲେ  । ବିଭାଗୀୟ ମୁଖ୍ଯ ଅଧ୍ଯାପକ ଅଲେଖ କୁମାର ମହାନନ୍ଦ କାର୍ଯ୍ୟକ୍ରମର ପରିଚାଳନା କରିଥିବାବେଳେ ଅଧ୍ଯାପିକା ଦେବାଙ୍ଗିନୀ ସାହୁ, ଅଞ୍ଜନା ଭୋଇ ସୀମା ଭୋଇ ସଭାରେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସୁନାଗରିକ ହେବାପାଇଁ ପ୍ରେରଣା ଦେଇଥିଲେ  । ବିଭାଗର ବରିଷ୍ଠ ଛାତ୍ରଛାତ୍ରୀମାନେ ନବାଗତଙ୍କୁ ଫୁଲ, ଚନ୍ଦନ ଓ ଉପହାର ଦେଇ ସ୍ବାଗତ କରିଥିଲେ  । ଏହି ଅବସରରେ ବିଭାଗୀୟ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  । ପରିଶେଷରେ ଯୁକ୍ତ ତିନି ୩ୟ ବର୍ଷର ଛାତ୍ର ଶ୍ରୀମାନ ରୁଦ୍ରଦେବ ମେହେର ଧନ୍ଯବାଦ ଅର୍ପଣ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like