-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ

25-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ରାଜ୍ୟରେ ସମବାୟ ବ୍ୟବସ୍ଥାକୁ ଅଧିକ ସଶକ୍ତ ଓ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ବଲାଙ୍ଗୀର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ଵତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ବଲ୍ଲଭ ଧରୁଆ, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର,  ଉପଜିଲ୍ଲାପାଳ ଆଲୋକ କୁମାର

ପଟେଲ, ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ବିଧାୟକଙ୍କ ପ୍ରତିନିଧି ସୁଶୀଲ କୁମାର ଚାନ୍ଦ ଏବଂ ସମବାୟ ସମିତି ସମୂହର ଉପନିବନ୍ଧକ ପ୍ରମୋଦ କୁମାର ବରିହା ପ୍ରମୁଖ ଉପସ୍ଥିତ ଥିଲେ । ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଉନ୍ମୋଚନ ସହ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କରାଯାଇଥିଲା ।
ଗ୍ରାମୀଣ ଅର୍ଥନୀତିର ସଶକ୍ତୀକରଣ ଓ ପ୍ରତ୍ୟେକ ପରିବାରକୁ ସମବାୟ କ୍ଷେତ୍ର ସହ ଯୋଡ଼ିବା ଲକ୍ଷ୍ୟରେ ଜିଲ୍ଲାରେ ଏହି ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନ ମାଧ୍ୟମରେ ଜିଲ୍ଲାର ପ୍ରତ୍ୟେକ ଘରୁ ଅନ୍ତତଃ ଜଣେ ଲେଖାଏଁ ବ୍ୟକ୍ତିଙ୍କୁ ସମିତି ସଦସ୍ୟ ଭାବେ ଅନ୍ତର୍ଭୁକ୍ତ କରାଯିବ। ଗ୍ରାମାଞ୍ଚଳର ସାଧାରଣ ନାଗରିକ ଓ ଚାଷୀମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ଅନୁସୂଚିତ ଜାତି, ଜନଜାତିଙ୍କ ସମେତ ମହିଳା ଓ ଯୁବପିଢ଼ିଙ୍କୁ ଅଭିଯାନରେ ବିଶେଷ ଗୁରୁତ୍ୱ ଦିଆଯିବ।
ଜିଲ୍ଲାରେ ୧୩ଟି ଧାନ କ୍ରୟ କେନ୍ଦ୍ର ସହ ୭ଟି ସମବାୟ

ସମିତିର ନୂତନ କାର୍ଯ୍ୟାଳୟ ଓ ଗୋଦାମ ଲୋକାର୍ପିତ ହୋଇଛି । ସୁଦୃଢ଼ ସମବାୟ ବ୍ୟବସ୍ଥା ସହ କୃଷକଙ୍କ ସୁବିଧା, ସେବା ଓ ଆୟ ବୃଦ୍ଧିକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଜିଲ୍ଲାର ପ୍ରତ୍ୟେକ ଯୋଗ୍ୟ କୃଷକ ପରିବାର ଏହି ମହାଅଭିଯାନରେ ସାମିଲ ହୋଇ ସମବାୟକୁ ଏକ ଜନଆନ୍ଦୋଳନରେ ପରିଣତ କରିବା ସହ ଏକ ସମୃଦ୍ଧ ଓଡ଼ିଶା ଗଠନରେ ଭାଗୀଦାର ହେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆହ୍ୱାନ ଦିଆଯାଇଛି।
ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାର ସମବାୟ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କ ସମେତ ବିଭିନ୍ନ ସମବାୟ ସଂସ୍ଥାର ପ୍ରତିନିଧିମାନେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like