-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ

26-Sep-2026



କଣ୍ଟାମାଳ(ଜୟ କୁମାର ମହାରଣା)ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ ବ୍ଲକ ଛକ ଶ୍ରୀରାମ ମନ୍ଦିର ଠାରେ ଅନନ୍ତମୁଖୀ ମହାଯଜ୍ଞ ଯୋଗୁଁ ସମଗ୍ର ଅଞ୍ଚଳରେ ଏକ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି  l  ବ୍ରାହ୍ମଣ ସମାଜ ସଭାପତି ସନ୍ତୋଷ କୁମାର ବିଶିଙ୍କ ତତ୍ୱାବଧାନରେ ବ୍ରାହ୍ମଣ ସମାଜର ସଦସ୍ୟଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା, ବିଷ୍ଣୁ ସହସ୍ର ନାମ ପାଠ କରାଯାଇଥିଲା  l   ଅନନ୍ତମୁଖୀ ମହାଯଜ୍ଞ ରେ ଆନନ୍ଦ ଚନ୍ଦ୍ର ପାଢ଼ୀ ପତ୍ନୀ ଶ୍ରୀମତୀ ଅନୁପମା ପାଢ଼ୀ ଯଜ୍ଞ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ  l  ସେହିପରି ସନତ କୁମାର ମିଶ୍ର ଯଜ୍ଞ କାର୍ଯ୍ୟରେ ପୌରୋହିତ୍ୟ କରିଥିବାବେଳେ ବାଳକୃଷ୍ଣ ମିଶ୍ର ଓ ଆନନ୍ଦ ଚନ୍ଦ୍ର ପାଢ଼ୀ ମନ୍ଦିର ପୂଜା ଦାୟିତ୍ୱ ତୁଲାଇଥିଲେ  l  ବ୍ରାହ୍ମଣ ସମାଜର ନବୀନ କୁମାର ବିଶି, ରଘୁନାଥ ପାଣିଗ୍ରାହୀ, ବିଜୟ ପାଣିଗ୍ରାହୀ, ଆନନ୍ଦ ମିଶ୍ର, ସଞ୍ଜୟ ପଣ୍ଡା,ବେଦବର ପାଣି, ନାରାୟଣ ମିଶ୍ର ରାଜକିଶୋର ମିଶ୍ର, ରଞ୍ଜନ ମିଶ୍ର,ମଧୁସୂଦନ ଦାସ, ସ୍ଵପ୍ନେଶ୍ଵର ପଣ୍ଡା,ସାନୁଜିତ ନନ୍ଦ,ବିରୁପାକ୍ଷ ମିଶ୍ର, ସତ୍ୟବାନ ମିଶ୍ର, ଗିରିଶ ଚନ୍ଦ୍ର ମିଶ୍ର, ଜୟକୃଷ୍ଣ ମିଶ୍ର, ଭକ୍ତଚରଣ ମିଶ୍ର, ସୁରେନ୍ଦ୍ର କୁମାର ମିଶ୍ର, ମଧୁସୂଦନ ଦାସ, ପଦ୍ମନାଭ ମିଶ୍ର, ସଞ୍ଜୟ ପ୍ରସାଦ ଦାସ, ତ୍ରିନାଥ ମିଶ୍ର, ଅର୍ଜୁନ ଦାସ, ଈଶ୍ୱରଚନ୍ଦ୍ର ପଣ୍ଡା,ନବଘନ ପାଣିଗ୍ରାହୀ, ମୀନକେତନ ରଥ, ଜୟକୃଷ୍ଣ ମିଶ୍ର, ବସନ୍ତ ପାଢ଼ୀ, ଭାଗ୍ୟଧର ମିଶ୍ର, ଯଜ୍ଞ ମିଶ୍ର,ବିଭୀଷଣ ହୋତା, ସନ୍ତୋଷ ମହାପାତ୍ର,ସୁବାସ ରଥ ପ୍ରମୁଖ ଭାଗବତ ପାଠ କରିଥିଲେ   l   ସମାଜର ଘନଶ୍ୟାମ ମିଶ୍ର, 
ସମ୍ପାଦକ ଜୟକୃଷ୍ଣ ମିଶ୍ର,କୋଷାଧ୍ୟକ୍ଷ୍ୟ ସତ୍ୟନାରାୟଣ ପାଢ଼ୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା   କରିଥିବାବେଳେ ଅନ୍ୟମାନେ ସହଯୋଗ କରିଥିଲେ  l  ଏହିଅବସରରେ ଅନୁଷ୍ଠିତ ସମାଜର ଏକ ବୈଠକରେ ନୂତନ କମିଟି କର୍ମକର୍ତ୍ତା ମାନଙ୍କୁ ଉପଢୌକନ ଦ୍ୱାରା ସମ୍ବର୍ଦ୍ଧିତ କରାଯିବାପରେ ସମସ୍ତ ନୂତନ କର୍ମକର୍ତ୍ତା ଦାୟିତ୍ୱ ଗ୍ରହଣ କରିଥିଲେ l  କାର୍ଯ୍ୟକ୍ରମ ଶେଷରେ ସାମୁହିକ ପ୍ରସାଦ ସେବନ ହୋଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like