-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ

26-Sep-2026



ବରପାଲି : ୨୬/୦୯ (ସୁଦାମ ଦୀପ)ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବରଗଡ଼ ଜିଲ୍ଲା ବରପାଲିଠାରେ ପବିତ୍ର ଶ୍ରୀ ଅନନ୍ତ ନାରାୟଣ ପୂଜା ଭକ୍ତି ଓ ନିଷ୍ଠାର ସହ ପାଳିତ ହୋଇଯାଇଛି। ଏହି ପୂଜାର ବିଶେଷତ୍ୱ ହେଉଛି ଭଗବାନ ବିଷ୍ଣୁ ଅନନ୍ତ ନାଗ ଉପରେ ଶୟନ କରିଥିବା ଏବଂ ମା' ଲକ୍ଷ୍ମୀ ତାଙ୍କର ପାଦ ପ୍ରକ୍ଷାଳନ କରୁଥିବା ମନୋହର ଦୃଶ୍ୟ। ସେହିପରି ବିଷ୍ଣୁଙ୍କ ନାଭିରୁ ବ୍ରହ୍ମା ଜନ୍ମ ନେଉଥିବା ପୌରାଣିକ ଦୃଶ୍ୟ ମଧ୍ୟ ଏହି ମୂର୍ତ୍ତିରେ ପ୍ରତିଫଳିତ ହୋଇଥାଏ, ଯାହା ଦର୍ଶକ ଓ ଭକ୍ତମାନଙ୍କୁ ବେଶ ଆକୃଷ୍ଟ କରିଥାଏ। ଏହି ପରମ୍ପରାର ଇତିହାସ ବହୁ ପୁରାତନ। ସୂଚନା ଅନୁଯାୟୀ ବରପାଲିର କୁଲିପଡା ନିବାସୀ ସ୍ୱର୍ଗତ ଶ୍ରୀ ବୁଧୁ ମେହେର ଆଜକୁ ବହୁ ବର୍ଷ ପୂର୍ବେ ଏହି ପୂଜାର ଶୁଭାରମ୍ଭ କରିଥିଲେ। ତାଙ୍କ ପରଲୋକ ପରେ ତାଙ୍କର ଉତ୍ତରାଧିକାରୀମାନେ ଏହି ପରମ୍ପରାକୁ ଆଜି ପର୍ଯ୍ୟନ୍ତ ନିଷ୍ଠାର ସହ ବଜାୟ ରଖି ଆସୁଛନ୍ତି। ପ୍ରଥମେ କେବଳ କୁଲିପଡାରେ ଅନୁଷ୍ଠିତ ହେଉଥିବା ଏହି ପୂଜା ବର୍ତ୍ତମାନ ବରପାଲିର ଭୁଲିଆପଡାରେ ମଧ୍ୟ ବଡ ଜାକଜମକରେ ପାଳନ କରାଯାଉଛି। ଏହି ଦୁଇଟି ସ୍ଥାନରେ ଭକ୍ତମାନଙ୍କର ପ୍ରବଳ ଭିଡ ଦେଖିବାକୁ ମିଳୁଛି। ପ୍ରକାଶ ଥାଉ ଯେ, ବରପାଲିରେ ଏହି ଅନନ୍ତ ନାରାୟଣ ପୂଜା ସମୟରେ ଶୀତଳ ଷଷ୍ଠୀ ଯାତ୍ରା ପରି ଏକ ଭ୍ରମ ସୃଷ୍ଟି ହୋଇଥାଏ। ବାଜା ରୋଷଣୀ ଓ ଭଜନ କୀର୍ତ୍ତନରେ ପୁରା ଅଞ୍ଚଳ ଉତ୍ସବ ମୁଖର ହୋଇଉଠେ। ମାତ୍ର ଦୁଃଖର ବିଷୟ ହେଉଛି ଯେ, ସମୟ କ୍ରମେ ଏହି ଐତିହ୍ୟ ପୂର୍ଣ୍ଣ ପୂଜା ତାର ପୂର୍ବ ଗୌରବ ହରାଇବାକୁ ବସିଲାଣି। ପୂର୍ବ ଭଳି ଲୋକଙ୍କ ମଧ୍ୟରେ ସେହି ଉତ୍ସାହ ଓ ପ୍ରଶାସନିକ ସହଯୋଗର ଅଭାବ ଦେଖାଦେଇଛି। ସ୍ଥାନୀୟ ବୁଦ୍ଧିଜୀବୀ ଓ ଭକ୍ତମାନେ ଏହି ପରମ୍ପରାକୁ ପୁନର୍ଜୀବିତ କରି ଏହାର ପ୍ରଚାର ପ୍ରସାର କରିବାକୁ ଦାବି କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like