-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ

26-Sep-2026



ବିନିକା(ହିଂମାଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଜୁଲୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁଁ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ଶିକ୍ଷାଦାନରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଠିକ ସମୟରେ ପାଠ ପଢା ସରୁ ନଥିବାରୁ ପରୀକ୍ଷା ରେ ଛାତ୍ରଛାତ୍ରୀ ମାନେ ଭଲ ନମ୍ବର ରଖିବାରୁ ବଞ୍ଚିତ ହେଉଛନ୍ତି।୫ଟି ଶ୍ରେଣୀକୁ ମାତ୍ର ୨ଜଣ ଶିକ୍ଷକ ରହିଛନ୍ତି। ସ୍କୁଲରେ ଆବଶ୍ୟକୀୟ ଶିକ୍ଷକ ନିଯୁକ୍ତି ନେଇ ସ୍କୁଲ ପରିଚାଳନା କମିଟି ଓ ଗ୍ରାମବାସୀଙ୍କ ତରଫରୁ ବାରମ୍ବାର ଗୋଷ୍ଟି ଶିକ୍ଷା ଅଧିକାରୀ,ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଆପତ୍ତି ଅଭିଯୋଗ କରି ଆସୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି।ଯାହା ଫଳରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଅନ୍ଧାର ଆଡ଼କୁ ଅଗ୍ରସର ହେଉଛି।ତେଣୁ ବାଧ୍ୟ ହୋଇ ଗ୍ରାମବାସୀ ସ୍କୁଲ ସମ୍ଭୁଖ ଗେଟ ରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଥିବା ଜଣାପଡ଼ିଛି।ଗ୍ରାମବାସୀ କହିଛନ୍ତି ଯେ ସ୍କୁଲରେ ଆବଶ୍ୟକୀୟ ଶିକ୍ଷକ ଯୋଗାଇ ନଦେବା ପର୍ଯ୍ୟନ୍ତ ସ୍କୁଲ ରେ ତାଲା ପକାଇ ବିକ୍ଷୋଭ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like