-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-

26-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସାହାଣୀ କଫ ଫୁଟବଲ ର ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ଯାଜପୁର ଏବଂ ବରଗଡ଼ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ବରଗଡ଼ ଦଳ ୭-୧ ଗୋଲ ରେ ବିଜୟୀ ହୋଇଥିବା ବେଳେ ବରଗଡ଼ ଦଳର ୭ ନମ୍ବର ଜର୍ସି ବିଜନ ବରିହା ୫ ମିନିଟ, ୬୨ ମିନିଟ ଓ ୩୭ ମିନିଟ ରେ ୩ ଗୋଟି ଗୋଲ ସ୍କୋର କରି ମେନ ଅଫ ଦ ମ୍ୟାଚ ପୁରସ୍କାର ପାଇଥିଲେ । ସେହିପରି ୯ ନମ୍ବର ଜର୍ସି ପ୍ରଶାନ୍ତ ବାଗ ୪୪ ମିନିଟ ରେ ଓ ୩୧ ମିନିଟ ରେ ଦୁଇଟି ଗୋଲ ସ୍କୋର କରିଥିଲେ । ୨୫ ନମ୍ବର ଜର୍ସି ଦିନେଶ ପଧାନ, ଓ ୧୧ ନମ୍ବର ଜର୍ସି. ଶୁଭା ବାଗ  ଗୋଟିଏ ଗୋଟିଏ ଗୋଲ ସ୍କୋର କରି ଦଳକୁ ବିଜୟୀ କରିଥିଲେ । 
ଯାଜପୁର ଦଳର ୧୯ ନମ୍ବର ଖେଳାଳି ଭଞ୍ଜ କିଶୋର ହାଁସଦା ଗୋଟିଏ ଗୋଲ ସ୍କୋର କରିଥିଲେ । ପ୍ରଥମ ମ୍ୟାଚ କୁ ରେଫରୀ ଭାବେ ଅଶ୍ୱିନୀ କୁମାର ସାହୁ, ଜିତେନ୍ଦ୍ର ଥନାପତି, ଅନିଲ ଭୋଇ, ସୁମିତ ମହାଲିଙ୍ଗ ଓ ମ୍ୟାଚ କମିଶନର ଭାବେ ନବୀନ ନାଏକ ଖେଳ ପରିଚାଳନା କରିଥିଲେ । ସେହିପରି ଆଜିର ଦ୍ଵିତୀୟ ମ୍ୟାଚ ସୁବର୍ଣ୍ଣପୁର ବୌଦ୍ଧ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା ।  ମ୍ୟାଚ ଆରମ୍ଭ ପୂର୍ବରୁ ଓଡିଶା ଫୁଟବଲ ଓ ଓଡିଶା ପୋଲିସ ଫୁଟବଲ ଦଳ ପାଇଁ ବହୁ ଅବଦାନ ରଖିଥିବା କଟକର ଜାତୀୟ ସ୍ତରର ଖେଳାଳି ରବିନାରାୟଣ ନନ୍ଦ ଙ୍କ ଅକାଳ ବିୟୋଗ ଖବରରେ ଶ୍ରୀ ନନ୍ଦ ଙ୍କ ଉଦ୍ଦେଶ୍ୟରେ ଶୋକ ପାଳନ କରା ହୋଇଥିଲା । ଆଜି ର ଏହି ଖେଳ ରେ ମୁଖ୍ୟ ଅତିଥି ଭାବରେ ସୋନପୁର ଉପ ଜିଲ୍ଲାପାଳ ଡଃ ସୌମ୍ୟ ରୂପା ରଥ , ଡେପୁଟି କଲେକ୍ଟର ସତ୍ୟ ବ୍ରତ ସାହୁ, ପୌର ପରିଷଦ ଅଧିକାରୀ ଋଷି ମାଝୀ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର,  ଗୋପାଳ ଜି ଯୋଗାଳୟ ର ମୁଖ୍ୟ ପୁରୋଧା ଡଃ ଆର୍ତ୍ତ ତ୍ରାଣ ବାବୁ, ଆଇନ୍ ଜୀବୀ ପ୍ରଦୀପ ପୁରୋହିତ, ପୌର ପରିଷଦ ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, ଡଃ ସଂତୋଷ ପାଢ଼ୀ, ଫୁଟବଲର ଆଶାରାମ ନାଏକ୍, ବରିଷ୍ଠ ନାଗରିକ ସଂଘ ସଂପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ମହିଳା ସ୍ବେଛାସେବୀ ଇନ୍ଦୁ ମତି ପୁରୋହିତ, ପ୍ରାକ୍ତନ ଆଇ ପି ଇ ଦୁର୍ଯ୍ୟୋଧନ ରାଉତ, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଖେଳ ଉଦ୍ଘାଟନ କରିଥିଲେ l ବୌଦ୍ଧ କୁ ସୁବର୍ଣ୍ଣପୁର ଦଳ ୦୩-୦୨ ଗୋଲ ରେ ହରାଇ ବିଜୟୀ ହୋଇ ଥିବା ବେଳେ ସୁବର୍ଣ୍ଣପୁର ଦଳ ର ୧୬ ନମ୍ବର୍ ଜର୍ସି ସୁଶାନ୍ତ ପାଣ୍ଡେ ୨ ଟି ଗୋଲ୍ ସ୍କୋର କରି ଥିବା ବେଳେ ୧୭ ନମ୍ୱର୍ ଜର୍ସି ସୂରଜ ନନ୍ଦ ଗୋଟାଏ ଗୋଲ୍ ସ୍କୋର କରି ଦଳ କୁ ଵିଜୟୀ କରିଥିଲେ l ବୌଦ୍ଧ ଜିଲ୍ଲା ପକ୍ଷରୁ ୧୩ ନମ୍ୱର ଜର୍ସି ସମୀର ପୁଟେଲ୍, ଓ ଅନୁରାଗ ସାହୁ ଗୋଟାଏ ଲେଖାଏଁ ଗୋଲ ସ୍କୋର କରି ଥିଲେ l ରେଫରି ଭାବେ ଧନେଶ୍ୱର ସର୍ଦ୍ଦାର, ରତ୍ନାକର ସୋରେନ, ନୀତିଶ ମାଝୀ, ଦେବାଶିଷ ବାଗ ଓ ମ୍ୟାଚ୍ କମିସନର ନବୀନ ନାୟକ ଖେଳ ପରିଚାଲନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like