-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ

27-Sep-2026



ବଲାଙ୍ଗୀର (ପ୍ରେରଣା ଖବର): ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ  ସ୍ଥାନୀୟ ଲକି କଲ୍ୟାଣ ମଣ୍ଡପ ଠାରେ ଏକ ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୯୮୯ ମସିହାରେ ପତିତପାବନ ଏକାଡେମି ମେଟ୍ରିକ୍ ପାସ୍ ଆଉଟ୍  ଛାତ୍ର ମାନଙ୍କ ମଧ୍ୟରେ ୩୭ ବର୍ଷ ପୂର୍ବର ପୂରୁଣା ଦିନର ସ୍ମୃତି ଓ ଅନୁଭୂତି ତଥା ଭାବର ଆଦାନପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବାଲ୍ୟବନ୍ଧୁ ଓ ସହପାଠୀ ମାନଙ୍କ ସହ ଭେଟଘାଟ୍ ଓ ସେହି ପୂରୁଣ ଦିନର ଅନେକ ତିକ୍ତ ଅନୁଭୂତିକୁ ପରଷ୍ପର ମଧ୍ୟରେ ବାଂଟିବାର ଏକ ଅବସର ଆଣିଦେଇଥିଲା  ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ ।

୧୯୮୯ ରେ ପିପି ଏକାଡେମିରେ ପଢ଼ୁଥିବା ପ୍ରାୟ ୪୦ଜଣ ପୂରାତନ ଛାତ୍ର ଏହି ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ପୂରାତନ ଛାତ୍ର ସତ୍ୟ ରଞ୍ଜନ ମିଶ୍ର, ଶଙ୍କର ଅଗ୍ରୱାଲ ଓ  ସୁରେଶ ସାହୁଙ୍କ କଣ୍ଠରେ ବିଭିନ୍ନ ସ୍ୱାଦର ଗୀତ ପରିବେଷଣ ସମାରୋହର ମୂଖ୍ୟ ଆକର୍ଷଣ ଥିଲା ।   ଆଗାମୀ ଦିନରେ  ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ବୃକ୍ଷରୋପଣ, ସ୍ୱାସ୍ଥ୍ୟ ଶିବିର ଓ ବିଭିନ୍ନ ସାମାଜିକ କାମ ହାତକୁ ନିଆଯିବାକୁ ନିଷ୍ପତ୍ତି ହୋଇଛି । ଏହାର ସୁପରିଚାଳନା ପାଇଁ ସନ୍ତକ ବହିଦାର, ରମେଶ ବେହେରା, ପ୍ରଶାନ୍ତ ପଣ୍ଡା, କମ୍ବୁପାଣି ପୂଝାରୀ, ବିଷ୍ଣୁ ଅଗ୍ରୱାଲ, ରଘୁ ନନ୍ଦନ ସିଂହ, ବ୍ରଜେଶ କର, ଅଜିତ ପଣ୍ଡା,ଗୌରାଙ୍ଗ ବଗର୍ତ୍ତୀ  ବାବୁ ପୂଝାରୀ, ଶ୍ରୀମନ୍ତ ପଣ୍ଡା ପ୍ରମୁଖ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମକୁ ସଫଳ କରିବାରେ ଅନ୍ୟ ମାନଙ୍କ ମଧ୍ୟରେ  ବିଜୟ କୁମାର ସେଠୀ, ଭକ୍ତ ନାଏକ, ନୀଳମଣୀ ହାତୀ, ସଂଜୀବ ଦର୍ଜି, ଦାରାସିଂ ମେହେର, ପ୍ରଦୀପ ମିଶ୍ର, ଜଗଦିଶ ସାହୁ, ପ୍ରଶାନ୍ତ ପରିଡା, ଶ୍ରୀଧର ନାଏକ, ରୂପେଶ ପ୍ରଧାନ, ଦୀପକ ଠାକୁର, ନାରାୟଣ ରାଉତ, ପ୍ରଦୀପ ଦାଶ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like