-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ରାଜ୍ୟ

ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ

27-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ  ଦେଷଣ୍ଡ ସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ଆଜି ‘ବିଶ୍ୱ ପର୍ଯ୍ୟଟନ ଦିବସ’ ଅତ୍ୟନ୍ତ ଉତ୍ସାହ ଓ ଆଡ଼ମ୍ବର ସହ ପାଳିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳର ଏହି ଅପୂର୍ବ ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଲୁକ୍କାୟିତ ପର୍ଯ୍ୟଟନ କ୍ଷେତ୍ରର ବ୍ୟାପକ ପ୍ରଚାରପ୍ରସାର କରିବା ସହ ଆଞ୍ଚଳିକ ସାମାଜିକ-ଆର୍ଥିକ ବିକାଶକୁ ଗତିଶୀଳ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ଏହି ଅବସରରେ ଓଡ଼ିଶା ପର୍ଯ୍ୟଟନ ଏବଂ ଓଡ଼ିଶା ମାଇନିଂ କର୍ପୋରେସନ୍‌ (OMC)ର ମିଳିତ ଆନୁକୂଲ୍ୟରେ ଆସନ୍ତା ଡିସେମ୍ବର ୧୩, ୨୦୨୬ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟର ପ୍ରଥମ ଆନ୍ତର୍ଜାତୀୟ "ଓ.ଏମ୍.ସି. ପୁରୀ କୋଷ୍ଟାଲ୍ ମାରାଥନ୍"ର ସଚେତନତା ନିମନ୍ତେ ଏକ ଜିଲ୍ଲାସ୍ତରୀୟ ‘ପ୍ରୋମୋ ରନ୍’ ଆୟୋଜିତ ହୋଇଥିଲା। ମେହେରକାଟାରୁ ଚାନ୍ଦଲି ପାହାଡ଼ ପର୍ଯ୍ୟନ୍ତ ଆୟୋଜିତ ଏହି ଦୌଡ଼ରେ ଶହ ଶହ ଯୁବକ, ପ୍ରକୃତିପ୍ରେମୀ ଓ ସ୍ୱେଚ୍ଛାସେବୀ ଅଂଶଗ୍ରହଣ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଦେଓଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ମଣ୍ଟୁ ଖୋମାରି, ଦେଓଗାଁ  ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ କୁମାର, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଟାଲିନା ପ୍ରଧାନୀ, ବରିଷ୍ଠ ସମାଜସେବୀ ଗୋପାଳଜୀ ପାଣିଗ୍ରାହୀ, ଦିନେଶ ଶର୍ମା ଓ ଲକ୍ଷ୍ମଣ ମେହେର ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ମୁଖ୍ୟ ଅତିଥି ଚାନ୍ଦଲି ପାହାଡ଼ର ଗୌରବମୟ ଐତିହ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ

ଜୈବବିବିଧତା ଉପରେ ଆଲୋକପାତ କରିଥିଲେ। ଅତିଥିମାନେ ମତବ୍ୟକ୍ତ କରିଥିଲେ ଯେ, ମେହେରକାଟା ଓ ଚାନ୍ଦଲି ଅଞ୍ଚଳରେ ଉନ୍ନତ ଯାତାୟାତ, ବିଶୁଦ୍ଧ ପାନୀୟ ଜଳ, ଆଲୋକୀକରଣ ଭଳି ମୌଳିକ ଭିତ୍ତିଭୂମିର ବିକାଶ କରାଗଲେ, ଏହା ରାଜ୍ୟର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବେ ଗଢ଼ିଉଠିବ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ହରି ଓମ୍ ଶମ୍ଭୁ ନାରାୟଣ ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝିଙ୍କ ସମେତ ବହୁ ବୁଦ୍ଧିଜୀବୀ ଓ ସ୍ଥାନୀୟ ସଚେତନ ନାଗରିକ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like