-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ରାଜ୍ୟ

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’

27-Sep-2026



ସୁନ୍ଦରଗଡ଼(କଞ୍ଚାପ୍ରଭା ନନ୍ଦ): ‘ସେବା ସଂକଳ୍ପ ଅଭିଯାନ–୨୦୨୬’ ଏବଂ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଓ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନର ପକ୍ଷରୁ ସୁନ୍ଦରଗଡ଼ ଠାରେ ‘ଓଡ଼ିଶା ପ୍ରୋମୋ ରନ୍’ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ  ପ୍ରାୟ ୫୦୦ ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଜନସାଧାରଣ ଉତ୍ସାହର ସହ ଏହି ଦୌଡ଼ରେ ସାମିଲ ହୋଇଥିଲେ ।

ଓଡ଼ିଶାର ସମୃଦ୍ଧ ପର୍ଯ୍ୟଟନ ସମ୍ଭାର, ପ୍ରାକୃତିକ ସୌନ୍ଦର୍ଯ୍ୟ, ଐତିହ୍ୟ ଓ ସଂସ୍କୃତିକୁ ଦେଶବିଦେଶରେ ପ୍ରଚାର ଓ ପ୍ରସାର କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏଥିସହିତ ଯୁବପିଢ଼ି ଓ ସାଧାରଣ ଲୋକଙ୍କ ମଧ୍ୟରେ ଦୌଡ଼ ଏବଂ ନିୟମିତ ବ୍ୟାୟାମ ପ୍ରତି ଆଗ୍ରହ ବଢ଼ାଇବା ସହ ସୁସ୍ଥ ଓ ସକ୍ରିୟ ଜୀବନଶୈଳୀ ଆପଣାଇବାର ବାର୍ତ୍ତା ଦିଆଯାଇଥିଲା।     

ଏହି ଅବସରରେ ଅଂଶଗ୍ରହଣକାରୀମାନେ ଓଡ଼ିଶାର ପର୍ଯ୍ୟଟନ ଐତିହ୍ୟ, ପ୍ରାକୃତିକ ସମ୍ପଦ ଓ ସାଂସ୍କୃତିକ ବିବିଧତାର ପ୍ରଚାର ସହ ସୁସ୍ଥ ଜୀବନଶୈଳୀର ପ୍ରସାର ପାଇଁ ସଚେତନତାର ବାର୍ତ୍ତା ଦେଇଥିଲେ।

ଏହି ‘ଓଡ଼ିଶା ପ୍ରୋମୋ ରନ୍’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ସନ୍ତୋଷ ଅମାତ, ସୁନ୍ଦରଗଡ଼ ପୌର ପରିଷଦର ଅଧ୍ୟକ୍ଷା ତନୟା ମିଶ୍ର,ପୂର୍ବତନ ସଦର ବିଧାୟିକା କୁସୁମ ଟେଟେ, ଅତିରିକ୍ତ ଜିଲ୍ଲାପାଳ ସୁରଜ କୁମାର ପଟ୍ଟନାୟକ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ  ଅଧିକାରୀ ସୁରଞ୍ଜନ ସାହୁ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମହେନ୍ଦ୍ର ମୁର୍ମୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ,  ସାରଙ୍ଗ ଧର ବରିହା, ଅନ୍ୟାନ୍ୟ ଜନପ୍ରତିନିଧି ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ଅଂଶଗ୍ରହଣକାରୀଙ୍କୁ ଉତ୍ସାହିତ କରିଥିଲେ।

ପ୍ରକାଶ ଥାଉକି ଅନଲାଇନ୍‌ ମାଧ୍ୟମରେ ପଞ୍ଜୀକରଣ କରିଥିବା ପ୍ରତିଯୋଗୀମାନେ ଆସନ୍ତା ୧୩ ଡିସେମ୍ବର ୨୦୨୬ରେ ଆୟୋଜିତ ହେବାକୁ ଥିବା ‘ପୁରୀ କୋଷ୍ଟାଲ ମାରାଥନ୍–୨୦୨୬’ରେ ଅଂଶଗ୍ରହଣ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like