-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||     

HOME   ଜିଲ୍ଲା

ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା

27-Sep-2026



ବରପାଲି  - ୨୭/୯(ସୁଦାମ ଦୀପ )  ବରଗଡ ଜିଲ୍ଲା ମାଳିପାଲି ଗ୍ରାମ ପଞ୍ଚାୟତର ୮୧ ବର୍ଷିୟା ଅସହାୟ ବିଧବା ବୃଦ୍ଧା ମହିଳା ଛାୟା ପାଣ୍ଡେ , ତାଙ୍କୁ ବର୍ତ୍ତମାନ ବୟସ ୮୧ ବର୍ଷରୁ ଉର୍ଦ୍ଧ୍ବ, ସରକାରଙ୍କ ନିୟମ ଅନୁସାରେ ୮୦ ବର୍ଷରୁ ଉର୍ଦ୍ଧ୍ବ ବୃଦ୍ଧ ବୃଦ୍ଧାଙ୍କୁ ସରକାରଙ୍କ ତରଫରୁ ମାସିକ ୩୫୦୦ ଟଙ୍କା ଦିଆ ଯାଉଥିବା ବେଲେ ଏହି ମାଳିପାଲି ଗ୍ରାମ ପଞ୍ଚାୟତରେ ଏକ ଅଜବ ନିୟମ ଚାଲିଛି। ଏହି ବିଧବା ଅସହାୟ ବୃଦ୍ଧା ଛାୟା ପାଣ୍ଡେଙ୍କୁ ୮୦ ବର୍ଷରୁ ଉର୍ଦ୍ଧ୍ବ ହେବା ଜାଣି ସରକାରଙ୍କ ତରଫରୁ ଗ୍ରାମ ପଞ୍ଚାୟତରେ ୩ ମାସ ପର୍ଯ୍ୟନ୍ତ ମାସିକ ୩୫୦୦ ଟଙ୍କା ଭତ୍ତା ଦିଆ ଯିବାପରେ ପୁଣି ତାକୁ କାଟିଦେଇ ଏବେ ମାସିକ ୧୦୦୦ ଟଙ୍କା ଲେଖାଏଁ ଦିଆ ଯାଉଛି। ଏହା କେଉଁ କାରଣ ପାଇଁ କାଟି ଦିଆଦେଲେ ସରକାର ତାଙ୍କୁ ଜଣାଇ ନାହାନ୍ତି। ସରକାରଙ୍କ ଏହି ଅଜବ ନିୟମ ପାଇଁ ଆଜି ଜଣେ ଅସହାୟ ମହିଳା ସରକାରଙ୍କ ନିତି ନିୟମରୁ ପାଇବାକୁ ବଞ୍ଚିତ ହେଉଛନ୍ତି।ବରଗଡ ଜିଲ୍ଲାପାଳ ତଥା   ଏହି ଦାୟିତ୍ବରେ ଥିବା ବରଗଡ ଉପ ଜିଲ୍ଲାପାଳ ମହୋଦୟ ଏ ଦିଗରେ ଟିକିଏ ଦୃଷ୍ଟି ଦେଲେ ଅସହାୟ ବୃଦ୍ଧା ମହିଳା ଜଣଙ୍କ ପାଇବା ପାଇଁ ବଞ୍ଚିତ ନ ହେବେ ଏଂବ ୩ ମାସ ପର୍ଯ୍ୟନ୍ତ ପାଇ କାହିଁକି କଟାଗଲା ଏହାର ଉଚ୍ଚ ସ୍ତରିୟ ତଦନ୍ତ କରି ଦୋଷୀ ବିରୁଦ୍ଧରେ ଆଇନଗତ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯାଉ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026

You Might Also Like