-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*

27-Sep-2026



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ପୂର୍ବତନ ଜିଲ୍ଲାପାଳ ଡଃ ନୃପରାଜ ସାହୁ । ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ (WOYM) ପକ୍ଷରୁ ଭୁବନେଶ୍ୱର ଉତ୍କଳ ମଣ୍ଡପ ଠାରେ ଆୟୋଜିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମର ଏକ ଭବ୍ୟ ସମାରୋହରେ ଏହି ମର୍ଯ୍ୟାଦା ଜନକ ସମ୍ମାନରେ ଓଡ଼ିଶାର ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଙ୍କ ଦ୍ଵାରା ଡଃ. ସାହୁ ଙ୍କୁ ସମ୍ୱର୍ଦ୍ଧିତ କରାଯାଇଛି । ଏହି ଅବସରରେ ମଞ୍ଚରେ ବିଧାୟକ ଇରାସିସ ଆଚାର୍ଯ୍ୟ, ଚଳଚ୍ଚିତ୍ର ନିର୍ମାତା ସବ୍ୟସାଚୀ ମହାପାତ୍ର ଏବଂ ଯୁବା ମଞ୍ଚ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ତାଙ୍କୁ ଏହି ଅବସରରେ ପ୍ରଶଂସା କରାଯିବା ସହ ସମ୍ବର୍ଦ୍ଧିତ କରି କୁହାଯାଇଥିଲା ଯେ ସେବା, ଶାସନ୍ ଆଉ ସାହିତ୍ୟରେ ପଶ୍ଚିମ ଓଡ଼ିଶାର ଚର୍ଚ୍ଚିତ୍ ଚେହେରା ଏବଂ ପ୍ରଶାସକ ଜୀବନ ଭିତରେ ଶାସନ କାଳରେ ଲୋକଙ୍କ ପାଖରେ ପହଞ୍ଚାଇ, ଜନସାଧାରଣ ଙ୍କ ମନ ଭିତରେ ଗୋଟେ ବଡ଼ ଜାଗା ପାଇ ପାରିଥିବାରୁ ତାଙ୍କୁ ସାଧୁବାଦ ଜଣାଯାଇଥିଲା ।  ଟିଟିଲାଗଡ଼ ବିଡିଓ ଭାବରେ ଆରମ୍ଭ କରିଥିବା ପ୍ରଶାସନିକ ଜୀବନ ସୋନପୁର ଜିଲ୍ଲାପାଳ ଭାବରେ ଶେଷ ହେଇଛେ ସତ ହେଲେ ସେହି ଇଲାକା ଏବେ ମଧ୍ୟ ଆପଣଙ୍କୁ ମନେ ପକାଉଛି । ସମ୍ବଲପୁର୍‌ ବିଶ୍ବବିଦ୍ୟାଳୟର କୁଳ ସଚିବ ଥିବାବେଳେ ଆପଣ ଆଣିଥିବା ଶିକ୍ଷାରେ ସଂସ୍କାର ଆଜି ଗୋଟେ ପଶ୍ଚିମ୍ ଓଡିଶାରେ ତାର ଛାପ ଛାଡିଯାଇଛି । ଏବଂ ଆହୁରି ମଧ୍ୟ କୁହାଯାଇଛି ଯେ ଲୋକେ ଜିଲ୍ଲାପାଳ ଅଫିସକୁ ଯିବା ପାଇଁ ଡରନ୍ତି କିନ୍ତୁ ଆପଣ ନିଜର ଘର ଲୋକଙ୍କ ପାଇଁ ୨୪ ଘଣ୍ଟା ଖୁଲା କରୁଥିବାର୍ ବୋଧେ ପହେଲା ପ୍ରଶାସକ୍ । ଆମେ ଗର୍ବର ସହିତ ଆପଣଙ୍କୁ ଶହୀଦ୍ ମାଧୋ ସିଂ ସମ୍ମାନ୍ (WOYM କୋଶଲ୍ ସମ୍ମାନ୍) ରେ ସମ୍ମାନୀତ୍ କରୁଛୁ ଏବଂ ଆପଣଙ୍କ ସୁଖମୟ ଜୀବନ କାମନା କରିବା ସହ ମା ସମଲେଶ୍ୱରୀ ଆପଣଙ୍କୁ ସହାୟ ହୁଅନ୍ତୁ। ଏହା ଜଣାପଡ଼ିବା ପରେ ଡଃ. ସାହୁଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା