-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା

27-Sep-2026



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
 ୬୫ତମ ସାହାଣୀ , କପ୍ ଫୁଟବଲ ଲିଗ୍ ପଞ୍ଚମ ଦିବସର ପ୍ରଥମ ମ୍ୟାଚ୍ କଟକ ଓ ପୁରୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। କଟକ ଦଳ ୧୩ -୦ ଗୋଲରେ ବିଜୟୀ ହୋଇଥିବା ବେଳେ ହାଟ୍ରିକ ଗୋଲ ସ୍କୋର କରିଥିବା ୧୦ନମ୍ବର ଜର୍ସି ଦୀନବନ୍ଧୁ ଦାସ (କଟକ)ମେନ୍ ଅପ ଦି ମ୍ୟାଚ ଭାବେ ପୁରସ୍କାର ହୋଇଥିଲେ।  ସେହିପରି କଟକ ର ୧୯ ନମ୍ୱର ଜର୍ସି ପିଣ୍ଟୁ ଶାନ୍ତା ମଧ୍ୟ ହା ଟ୍ରିକ ଗୋଲ ସ୍କୋର କରି ଥିଲେ l ଆଜିର ଏହି ଖେଳ କୁ ମୂଖ୍ୟ ଅତିଥି ଭାବେ ବୀରମହାରାଜପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା, ସମ୍ମାନିତ ଅତିଥି ଭାବେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଷ୍ଟେଟ ବ୍ୟାଙ୍କ ର ଚିପ୍ ମେନେଜର ଲକ୍ଷ୍ମଣ ମାଝୀ, ଦିଲ୍ଲୀ  ବିଜୟା ବ୍ୟାଙ୍କ ପ୍ରାକ୍ତନ ଏଜିଏମ  ପିତାମ୍ବର ସାମନ୍ତରାୟ ଯୋଗଦେଇ ଖେଳ ଉଦଘାଟନ କରିଥିଲେ। ଅଶ୍ବିନୀ କୁମାର ସାହୁ ମୂଖ୍ୟ ରେଫରି ଓ ନିତେଶ ମାଝୀ, ଅନିଲ୍ ଭୋଇ,ସୁମିତ ମହାଲିଙ୍ଗ , ଖେଳ ପରିଚାଳନା କରିଥିଲେ। ମ୍ୟାଚ କମିଶନର ଭାବେ ନବିନ  ନାଏକ ଖେଳ ପରିଚାଳନା କରିଥିଲେ।  ଫାଓ ର ଅଫିସିଆଲ୍ ଭାବରେ ଅମରେନ୍ଦ୍ର ସିଂ ଓ ରମେଶ ଚନ୍ଦ୍ର ମଲ୍ଲିକ, ପଡ଼ିଆ ରେ ଉପସ୍ଥିତ ରହି ନିଜ ଦାୟିତ୍ଵ ବହନ କରିଥିଲେ। କଟକ ଦଳର ୧୮ନମ୍ବର ଜାରସି ବିଜୟ ବେହେରା ୬.ମି ରେ ୧୩ ନମ୍ବର ଜର୍ସି ବାବୁଲୁ ସିଂ ୮୯.ମି  ଓ ୮ନମ୍ବର  ଜର୍ସି କ୍ରିଷ୍ଣା ବେହେରା ଗୋଟାଏ ଲେଖାଏଁ ଗୋଲ ସ୍କୋର କରି ଥିଲେ। ।୭ ନମ୍ବର ଜାରସି ଗଣେଶ ସେଠୀ ଦୁଇଟି ଗୋଲ ସ୍କୋର କରିଥିଲେ l ସେହିପରି ଗଞ୍ଜାମ ଓ ନୟାଗଡ଼ ଦଳ ର ଆଜିର ଦ୍ୱିତୀୟ ମ୍ୟାଚ୍ ଅମୀମାଂସିତ ରହିଥିଲା ଉଭୟ ଦଳ କୁ ଗୋଟାଏ ଲେଖାଏଁ ପଏଣ୍ଟ ଦିଆ ଯାଇଛି l ଉକ୍ତ ମ୍ୟାଚ୍ କୂ ଜିତେନ୍ଦ୍ର ଥନା ପତି, ରତ୍ନା କର ସୋରେନ୍, ଧନେଶ୍ୱର ସର୍ଦ୍ଦାର, ଚତୁର୍ଥ ରେଫରି ଭାବେ ସୁମିତ୍ ମହାଲିଂ  ମ୍ୟାଚ୍ ପରିଚାଳନା କରିଥିଲେ l ଏହି ମ୍ୟାଚ୍ ର ମ୍ୟାନ ଅଫ ଦି ମ୍ୟାଚ ଭାବେ ନୟାଗଡ଼ ଦଳ ର ଗୋଲ କିପର ଅନୁପମ ବରାଡ଼ ପୁରଷ୍କୃତ ହୋଇଥିଲେ l ସଭା କୁ କ୍ରୀଡ଼ା ସଂଘ ଉପ ସଭାପତି ଚିତ୍ତ ରଞ୍ଜନ ତରା ସିଆ ପରିଚାଳନା କରିଥିବା ବେଳେ ମନୋରଞ୍ଜନ ତ୍ରିପାଠୀ, ସଞ୍ଜୟ ସାହୁ, ଓ ଦିଗାମ୍ବର ଶତପଥୀ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ବିକାଶ ପଣ୍ତା ଧନ୍ଯବାଦ ଅର୍ପଣ କରିଥିଲେ l କ୍ରୀଡା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା