-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ

27-Sep-2026



ବଲାଙ୍ଗୀର (ପ୍ରେରଣା ଖବର): ଓଡ଼ିଆ ଭାଷା ସାହିତ୍ୟ ସମୃଦ୍ଧ ହୋଇଛି ବିଭିନ୍ନ ପ୍ରାନ୍ତୀୟ  ସାରସ୍ୱତ ସୃଷ୍ଟି ର  ସହଯୋଗରେ। କେନ୍ଦ୍ରାଞ୍ଚଳ ଅପେକ୍ଷା  ଓଡ଼ିଶାର  ଉପାନ୍ତ ଅଞ୍ଚଳ ବେଶୀ ସହଯୋଗ ଦେଇଛି ଓଡ଼ିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନା ପାଇଁ। ବଲାଙ୍ଗିର ରେ ସମୃଦ୍ଧ ଓଡ଼ିଆ ଭାଷା ସାହିତ୍ୟ ର ପରମ୍ପରା ରହିଛି। ଏହି ପରମ୍ପରା ହିଁ ଓଡିଆ ସାହିତ୍ୟର ଶ୍ରୀ ବୃଦ୍ଧି  କରିପାରିଛି। ବଲାଙ୍ଗୀର ହିଁ ଓଡ଼ିଆ ଭାଷା ସାହିତ୍ୟ କୁ ବେଶୀ ସମୃଦ୍ଧ କରିଛି ବୋଲି ମତ ପ୍ରକାଶ ପାଇଛି .lଓଡିଶା ସାହିତ୍ୟ ଏକାଡେମୀ ତରଫରୁ ବଲାଙ୍ଗିର. ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟ  ଠାରେ ଆୟୋଜିତ 

ଏକ ଦିବାସୀୟ ଆଲୋଚନାଚକ୍ର ଓ କବିତା ପାଠୋତ୍ସବରେ। ପ୍ରଥମ ଅଧିବେଶନରେ  ଓଡିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଦସ୍ୟ 
1.  ଡ ସଞ୍ଜୟ କୁମାର ମିଶ୍ର ଙ୍କ ସଂଯୋଜନାରେ  ପ୍ରାବନ୍ଧିକ ତୁଳସୀ ଜୈନ ଙ୍କ ସଭାପତିତ୍ୱରେ  ଅତିବଡି  ଜଗନ୍ନାଥ ଦାଶ ପୁରସ୍କାର ପ୍ରାପ୍ତ ପ୍ରଫେସର ମଧୁସୂଦନ ପତି ଉଦଘାଟକ ଭାବରେ ଯୋଗ ଦେଇଥିବାବେଳେ ବରେଣ୍ୟ ଅତିଥିଭାବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକା ଗାୟତ୍ରୀ ସରାଫ, ସ୍ୱତନ୍ତ୍ର ଅତିଥି ଭାବେ ଡ଼ ଚନ୍ଦ୍ରଶେଖର ହୋତା, ସଚିବ ଓଡ଼ିଶା ସାହିତ୍ୟ ଏକାଡେମୀ ତଥା ଅତିଥି. ଭାବେ ରଶ୍ମୀରଞ୍ଜନ ମିଶ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ବଲାଙ୍ଗୀର ମଂଚାସୀନ ହୋଇଥିଲେ।ପରେ ପରେ ଅନୁଷ୍ଠିତ ଆଲୋଚନାଚକ୍ର ରେ ଓଡ଼ିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ବଲାଙ୍ଗିର ଜ଼ିଲ୍ଲାର ଅବଦାନ ଶୀର୍ଷକରେ  ବଲାଙ୍ଗିର ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ କୌତୁକ ପନ୍ଦର  ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ମୁଖ୍ୟ ଡ଼ ସୁଶାନ୍ତ କୁମାର ପଣ୍ଡା, ମହିଳା ମହାବିଦ୍ୟାଳୟ ଅଧ୍ୟାପକ ରତିକାନ୍ତ ନାଏକ  ବଲାଙ୍ଗିରର ସାରସ୍ୱତ ପରମ୍ପରା ସମ୍ପର୍କରେ ବକ୍ତବ୍ୟ  ପ୍ରଦାନ କରିଥିଲେ। ଏହି ଅବସରରେ ଡ଼ ଚନ୍ଦ୍ରଶେଖର ହୋତା, ସଚିବ ଓଡ଼ିଶା ସାହିତ୍ୟ ଏକାଡେମୀଙ୍କୁ  ବଲାଙ୍ଗିର ମାଟିର କୃତି ସନ୍ତାନ ଭାବରେ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କର ଯାଇଥିଲା।ଅତିଥି ପରିଚୟ -ରତ୍ନମୟ ତ୍ରିପାଠୀ ପ୍ରଦାନ କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପକ ଡ଼ ଶ୍ରୀକାନ୍ତ କୁମାର ବାରିକ। ଦ୍ଵିତୀୟ ଅଧିବେଶନରେ ଓଡିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଦସ୍ୟା 
 ଡ଼ ଜ୍ୟୋତି ସାହୁ ଙ୍କ ସଭାପତିତ୍ୱରେ ବରେଣ୍ୟ ଅତିଥି ଭାବରେ କବି ଭାଗିରଥି ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି  ଭାବରେ  ଯୁବୋଦୟ ଶିକ୍ଷାନୁଷ୍ଠାନ ର ଅଧ୍ୟାପକ ସନ୍ଦୀପ କୁମାର କୁଅଁର, କବି ଆନନ୍ଦ ଚନ୍ଦ୍ର ସାହୁ, ଜ଼ିଲ୍ଲା ଲେଖକ ପରିଷଦ ସଭାପତି ଅଧ୍ୟାପକ ଜୟକୁମାର ଆଚାର୍ଯ୍ୟ ମଂଚାସୀନ ହୋଇ  କବିତାର ଧାରା, ଭାବ ଓ ବିଭିନ୍ନ ବିଭବ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଅତିଥି ପରିଚୟ  କବି ରାଜୀବ ଲୋଚନ ଆଚାର୍ଯ୍ୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ଶୁଭଶ୍ରୀ ବିଶ୍ୱାଳ ଓ ଅଧ୍ୟାପକ ଶୁଭ୍ରାଂଶୁ

ବେହେରାଙ୍କ ମନୋଜ୍ଞ ସଂଯୋଜନା ରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଅଂଚଳରୁ ଆସିଥିବା ଅର୍ଦ୍ଧଶତାଧିକ କବି ଓ କବୟିତ୍ରୀ କବିତା ପାଠ କରିଥିଲେ। ଓଡିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଦସ୍ୟ ଡ. ସଞ୍ଜୟ ମିଶ୍ର  ସଭା ପରିଚାଳନା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ  ସହରର ବୁଦ୍ଧିଜୀବୀ, ସାହିତ୍ୟିକ ଙ୍କ ସହିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, କେ ଭି ମହାବିଦ୍ୟାଳୟ. କଣ୍ଟାବାଞ୍ଜି ଓ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା